Masthead

ଜବତ ହେଲା ଧଳା ଜହର

ତିର୍ତ୍ତୋଲ (ବଡ଼ ଖବର ବ୍ୟୁରୋ): ୧୮ ଶହ ବ୍ରାଉନସୁଗର ଜବତ, ୨ ଗିରଫ । କୁଜଙ୍ଗ ଥାନା ଅନ୍ତର୍ଗତ ପଙ୍କପାଳ ଛକ ପାଖରୁ ୧୮ସହ ଗ୍ରାମ ବ୍ରାଉନ ସୁଗାର୍ ସହ ଦୁଇ ଯୁବକଙ୍କୁ ଗିରଫ କରିଛି କୁଜଙ୍ଗ ପୋଲିସ। ପଙ୍କପାଳ ଛକ ଠାରେ ଦୁଇଜଣ ଯୁବକ ଧଳା ଜହର ବିକ୍ରି କରୁଥିବା ଖବର ପାଇ କୁଜଙ୍ଗ ଥାନା ଏସ ଆଇ ଅଭୟ କୁମାର ପରିଡ଼ା ଏବଂ ତାଙ୍କ ଟିମ୍ ଦ୍ଵାରା ଅଚାନକ ଚଢ଼ାଉ କରିଥିଲେ ।

ବ୍ରାଉନ ସୁଗାର ସହ ଦୁଇ ଯୁବକଙ୍କୁ କବୁ କରିଥିଲେ। ଗିରଫ ଯୁବକ ହେଲେ ସ୍ଥାନୀୟ ବଣିକୁନ୍ଦ ଗ୍ରାମର ଶରତ ଚନ୍ଦ୍ର ଜେନାଙ୍କ ପୁଅ ସଞ୍ଜୟ କୁମାର ଜେନା, ଏବଂ ପାରାଦ୍ଵୀପ ଲକ ଥାନା ଅଧୀନ ନିମିଢ଼ିଅ ଭୀମ ସ୍ୱାଇଁ ଙ୍କ ପୁଅ ଲୋକନାଥ ସ୍ୱାଇଁ। ଦୁଇ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର