Masthead

ଲିଖିତ ଉତ୍ତର ପଢ଼ିବାକୁ କିଏ ଅନୁମତି ଦେଇଛି: ନରସିଂହ ମିଶ୍ର

ଭୁୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ସଂସଦୀୟ ବ୍ୟାପାର ମନ୍ତ୍ରୀ ନିରଞ୍ଜନ ପୂଜାରୀ କହିଛନ୍ତି ଗୋଟିଏ ପଏଣ୍ଟ ସବୁବେଳେ ଉଠାଉଛନ୍ତି ଲିଖିତ ବିବୃତି କାହିଁକି ପଢୁଛନ୍ତି । ମନ୍ତ୍ରୀ ଗୋଟେ ଡ଼କ୍ୟୁମେଣ୍ଟ ପଢି ପାରିବ ସେ ନିୟମ ରହିଛି । ଲୋକସଭାରେ ବି ଏହି ବ୍ୟବସ୍ଥା ରହିଛି । ଏହାର ଜବାବ୍ ଦେଇଛନ୍ତି ନରସିଂହ ମିଶ୍ର । କହିଛନ୍ତି, ଗୃହରେ ବଜେଟ ଉପସ୍ଥାପନ କରିପାରିବ କିନ୍ତୁ ଲିଖିତ ଉତ୍ତର ପଢ଼ିବାକୁ କିଏ ଅନୁମତି ଦେଇଛି। ଗୃହର ସମ୍ବିଧାନ ଭଙ୍ଗ ହେଉଛି, କହି ରୁଲିଙ୍ଗ ପାର୍ଟିକୁ ଘେରିଲେ ନରସିଂହ । ମୋ ପ୍ରିଭିଲିଜ ଅଢେଇ ପୃଷ୍ଟାର । ଆପଣଙ୍କ ଅନୁମତିକୁ ଅପେକ୍ଷା କରିଛି। ବାଚସ୍ପତି କହିଛନ୍ତି ମୁଁ ଏହାକୁ ଅନୁଧ୍ୟାନ କରୁଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ