Masthead

ଲିଖିତ ଉତ୍ତର ପଢ଼ିବାକୁ କିଏ ଅନୁମତି ଦେଇଛି: ନରସିଂହ ମିଶ୍ର

ଭୁୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ସଂସଦୀୟ ବ୍ୟାପାର ମନ୍ତ୍ରୀ ନିରଞ୍ଜନ ପୂଜାରୀ କହିଛନ୍ତି ଗୋଟିଏ ପଏଣ୍ଟ ସବୁବେଳେ ଉଠାଉଛନ୍ତି ଲିଖିତ ବିବୃତି କାହିଁକି ପଢୁଛନ୍ତି । ମନ୍ତ୍ରୀ ଗୋଟେ ଡ଼କ୍ୟୁମେଣ୍ଟ ପଢି ପାରିବ ସେ ନିୟମ ରହିଛି । ଲୋକସଭାରେ ବି ଏହି ବ୍ୟବସ୍ଥା ରହିଛି । ଏହାର ଜବାବ୍ ଦେଇଛନ୍ତି ନରସିଂହ ମିଶ୍ର । କହିଛନ୍ତି, ଗୃହରେ ବଜେଟ ଉପସ୍ଥାପନ କରିପାରିବ କିନ୍ତୁ ଲିଖିତ ଉତ୍ତର ପଢ଼ିବାକୁ କିଏ ଅନୁମତି ଦେଇଛି। ଗୃହର ସମ୍ବିଧାନ ଭଙ୍ଗ ହେଉଛି, କହି ରୁଲିଙ୍ଗ ପାର୍ଟିକୁ ଘେରିଲେ ନରସିଂହ । ମୋ ପ୍ରିଭିଲିଜ ଅଢେଇ ପୃଷ୍ଟାର । ଆପଣଙ୍କ ଅନୁମତିକୁ ଅପେକ୍ଷା କରିଛି। ବାଚସ୍ପତି କହିଛନ୍ତି ମୁଁ ଏହାକୁ ଅନୁଧ୍ୟାନ କରୁଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା