Masthead

ରାଜା ଖାନକୁ ସୁରକ୍ଷା ଦେଉଛି କିଏ ? : ପୃଥ୍ୱୀରାଜ ହରିଚନ୍ଦନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜା ଖାନକୁ ସୁରକ୍ଷା ଦେଉଛି କିଏ । ପ୍ରଶ୍ନ ଉଠାଇଛି ବିଜେପି । ସିଧାସଳଖ ଜଣେ ବିଜେଡି ବିଧାୟକଙ୍କ କଥା କହି ବିଜେଡିକୁ ଟାର୍ଗେଟ କରିଛନ୍ତି ବିଜେପି ସାଧାରଣ ସମ୍ପାଦକ ପୃଥ୍ୱୀରାଜ ହରିଚନ୍ଦନ । ଗ୍ୟାଙ୍ଗଷ୍ଟାର ଗୁଡ୍ଡୁ ମୁସଲିମ ଡ୍ରାଇଭର ହେଉଛି ରାଜା ଖାନ । ଏହି ମାମଲାରେ ଭୂମିକାକୁ ନେଇ ପ୍ରଶ୍ନ କରିଛନ୍ତି । ଏଥିରେ ସୁଶାନ୍ତ ସିଂଙ୍କ ଭୂମିକା ଅଧିକ ଥିବା କହିଛନ୍ତି ।

ଗୁଡ୍ଡୁ ମୁସଲିମ ସହ ସୁଶାନ୍ତ ସିଂଙ୍କର କଣ ସମ୍ପର୍କ ଅଛି ତାହା ତଦନ୍ତର ଆବଶ୍ୟକତା ଅଛି । ସୁଶାନ୍ତ ସିଂଙ୍କର ରାଜା ଖାନ ସହ କଣ ସମ୍ପର୍କ ଅଛି ବରଗଡ ଲୋକଙ୍କୁ ପଚାରିଲେ କହିବେ ବୋଲି କହିଛନ୍ତି ପୃଥ୍ୱୀରାଜ । ରାଜାକୁ ମନ୍ତ୍ରୀ ପ୍ରୋଟେକ୍ସନ ଦେଉଥିଲେ ବୋଲି କହିଛି ବିଜେପି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ