Masthead

‘ରାମ’ ଅରୁଣ ଗୋବିଲଙ୍କ ଜୀବନର ଅସଲ ସୀତା କିଏ?

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଅଯୋଧ୍ୟାରେ ଭବ୍ୟ ରାମ ମନ୍ଦିର ନିର୍ମାଣ ଶେଷ ପର୍ଯ୍ୟାୟରେ । ଏହାର ଉଦଘାଟନ ପାଇଁ ସାରା ଦେଶରେ ଉସôବ ଚାଲିଛି । ସରକାରଙ୍କ ତରଫରୁ ଅନେକ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି । ସାଧୁସନ୍ଥମାନେ ଅତିଥି ହୋଇ ଯିବେ । ତେବେ ଯେତେବେଳେ ରାମ ମନ୍ଦିର ବା ରାମାୟଣର କଥା ଆସେ ସେତେବେଳେ ରାମାନନ୍ଦ ସାଗରଙ୍କର ରାମାୟଣ କଥା ମନକୁ ଆସେ । ଭାରତୀୟ ଟେଲିଭିଜନ ଇତିହାସର ସବୁଠୁ ପପୁଲାର ପ୍ରୋଗ୍ରାମ ହେଉଛି ରାମାନନ୍ଦ ସାଗରଙ୍କ ରାମାୟଣ । ରାମାୟଣ ଯେତେବେଳେ ଦୂରଦର୍ଶନରେ ପ୍ରସାରିତ ହେଉଥିଲା ସେତେବେଳେ ଲୋକେ ସବୁ କାମ ଛାଡି ଟିଭି ଆଗରେ ବସି ରହୁଥିଲେ । ଲୋକେ ଅରୁଣ ଗୋବିଲଙ୍କୁ ହିଁ ରାମ ବୋଲି ଧରି ନେଇଥିଲେ । ସ୍କ୍ରିନରେ ଅରୁଣ ଗୋବିଲଙ୍କ ସୀତା ହେଉଛନ୍ତି ଦୀପିକା ଚିଖଲିଆ ଟୋପିୱାଲା । କିନ୍ତୁ ଆପଣ ଜାଣିଛନ୍ତି କି ସତ ଜୀବନରେ ଅରୁଣ ଗୋବିଲ ଯିଏ ରାମ ଚରିତ୍ର ନିଭାଇଛନ୍ତି ତାଙ୍କର ସୀତା କିଏ?

ସମ୍ପୂର୍ଣ୍ଣ ଷ୍ଟୋରୀ ଜାଣିବା ପାଇଁ ଲିଙ୍କରେ କ୍ଲିକ କରନ୍ତୁ

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ