Masthead

କ୍ୱାରେଣ୍ଟାଇନରେ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର ମୁଖ୍ୟ

ଭୁବନେଶ୍ୱର ,    (ବଡ଼ ଖବର ବ୍ୟୁରୋ):

କ୍ୱାରେଣ୍ଟାଇନରେ ରହିଛନ୍ତି ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର ମୁଖ୍ୟ । କରୋନା ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିବା ପରେ ଗୃହ ସଂଗରୋଧରେ ଅଛନ୍ତି ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମୁଖ୍ୟ ଟେଡ୍ରସ୍ ଆଧାନମ୍ । ଏନେଇ ନିଜେ ଟ୍ୱିଟ କରି ସୂଚନା ଦେଇଛନ୍ତି ଆଧାନମ୍ । ସେ ନିଜ ପରୀକ୍ଷା କରାଇବା ସହ ଘରେ ରହି କାମ କରୁଛନ୍ତି । ଏଥି ସହ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିଙ୍କୁ ନିଜର ପରୀକ୍ଷା କରାଇବା ସହ ସଂଗରୋଧରେ ରହିବାକୁ ପରାମର୍ଶ ଦେଇଛନ୍ତି । ଏବେ ତାଙ୍କ ଠାରେ କୌଣସି କରୋନା ଲକ୍ଷଣ ଦେଖାଯାଉନି, କିନ୍ତୁ ସେ ନିଜ ସୁରକ୍ଷାଗତ କାରଣରୁ ସଂଗରୋଧରେ ଥିବା ଟୁଇଟରେ ସୂଚନା ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ