Masthead

କ୍ୱାରେଣ୍ଟାଇନରେ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର ମୁଖ୍ୟ

ଭୁବନେଶ୍ୱର ,    (ବଡ଼ ଖବର ବ୍ୟୁରୋ):

କ୍ୱାରେଣ୍ଟାଇନରେ ରହିଛନ୍ତି ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର ମୁଖ୍ୟ । କରୋନା ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିବା ପରେ ଗୃହ ସଂଗରୋଧରେ ଅଛନ୍ତି ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମୁଖ୍ୟ ଟେଡ୍ରସ୍ ଆଧାନମ୍ । ଏନେଇ ନିଜେ ଟ୍ୱିଟ କରି ସୂଚନା ଦେଇଛନ୍ତି ଆଧାନମ୍ । ସେ ନିଜ ପରୀକ୍ଷା କରାଇବା ସହ ଘରେ ରହି କାମ କରୁଛନ୍ତି । ଏଥି ସହ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିଙ୍କୁ ନିଜର ପରୀକ୍ଷା କରାଇବା ସହ ସଂଗରୋଧରେ ରହିବାକୁ ପରାମର୍ଶ ଦେଇଛନ୍ତି । ଏବେ ତାଙ୍କ ଠାରେ କୌଣସି କରୋନା ଲକ୍ଷଣ ଦେଖାଯାଉନି, କିନ୍ତୁ ସେ ନିଜ ସୁରକ୍ଷାଗତ କାରଣରୁ ସଂଗରୋଧରେ ଥିବା ଟୁଇଟରେ ସୂଚନା ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ