Masthead

କିଏ ହେବେ କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ, ଆଜି ହୋଇପାରେ ନାଁ ଘୋଷଣା

କର୍ଣ୍ଣାଟକ(ବଡ଼ ଖବର ବ୍ୟୁରୋ): କର୍ଣ୍ଣାଟକରେ କିଏ ହେବେ ନୂଆ ମୁଖ୍ୟମନ୍ତ୍ରୀ । ଆଜି ହୋଇପାରେ ମୁଖ୍ୟମନ୍ତ୍ରୀ ନାଁ ଘୋଷଣା । ମୁଖ୍ୟମନ୍ତ୍ରୀ ପଦ ପାଇଁ ଦାବିଦାର ଅଛନ୍ତି ସିଦ୍ଦରମେୟା ଓ ଶିବକୁମାର । ଦୁହେଁ ଏବେ ଦିଲ୍ଲୀରେ ଅଛନ୍ତି ।ଗତକାଲି ଉଭୟ ନେତା ଦଳ ସଭାପତି ମଲ୍ଲିକାର୍ଜୁନ ଖଡଗେଙ୍କୁ ଭେଟିଥିଲେ । ଗତକାଲି ସନ୍ଧ୍ୟାରେ ନୂଆ ମୁଖ୍ୟମନ୍ତ୍ରୀଙ୍କ ନାଁ ଘୋଷଣା ହେବେ ନେଇ ସମ୍ଭାବନା ଥିଲା । ହେଲେ କଂଗ୍ରେସ ହାଇକମାଣ୍ଡ କୌଣସି ନିଷ୍ପତ୍ତି ନେଇପାରି ନାହାନ୍ତି । ତେବେ ଆଜି ଘୋଷଣା ହେବାର ସମ୍ଭାବନା ରହିଛି । କୁହାଯାଉଛି, ନୂଆ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ଦିଲ୍ଲୀରୁ ନୁହେଁ ବେଙ୍ଗାଲୁରୁରେ ହୋଇପାରେ । ତେବେ ମୁଖ୍ୟମନ୍ତ୍ରୀ ଦୌଡ଼ରେ ସିଦ୍ଧରମୈୟା ଆଗରେ ଥିବା କିଛି ଜାତୀୟ ଗଣମାଧ୍ୟମରେ ପ୍ରକାଶ ପାଇଛି । କାରଣ ସିଦ୍ଧରମୈୟାଙ୍କୁ ରାହୁଲ ଗାନ୍ଧୀ ସମର୍ଥନ କରୁଥିବା କୁହାଯାଉଛି । ଅନ୍ୟପଟେ ଶିବକୁମାର କହିଛନ୍ତି ଯେ, ଯଦି ତାଙ୍କୁ ମୁଖ୍ୟମନ୍ତ୍ରୀ କରାଯାଏ, ତାହେଲେ ଠିକ୍, ନହେଲେ ସେ ସାଧାରଣ ବିଧାୟକ ଭାବେ କାର୍ୟ୍ୟ କରିବାକୁ ପ୍ରସ୍ତୁତ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା