Masthead

ଆଜି ହୋଇପାରେ ମୁଖ୍ୟମନ୍ତ୍ରୀ ନାଁ ଘୋଷଣା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): କିଏ ହେବ ୩ ରାଜ୍ୟର ମୁଖ୍ୟମନ୍ତ୍ରୀ । ଏବେ ଲାଗି ରହିଛି ସସପେନ୍ସ । ଆଜି ନାଁ ଘୋଷଣା ହୋଇପାରେ ବୋଲି ଅନୁମାନ କରାଯାଉଛି । ସେପଟେ ମୁଖ୍ୟମନ୍ତ୍ରୀ ବାଛିବା ପାଇଁ ୩ ରାଜ୍ୟ ପାଇଁ ପର୍ଯ୍ୟବେକ୍ଷକ ଘୋଷଣା କରିଛି । ପର୍ଯ୍ୟବେକ୍ଷକମାନେ ପ୍ରତ୍ୟେକ ରାଜ୍ୟରେ ବିଧାୟକଙ୍କ ସହ ଆଲୋଚନା କରିଛନ୍ତି । ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କୁ ରାଜସ୍ଥାନର ପର୍ଯ୍ୟବେକ୍ଷକ କରାଯାଇଛି । ସେହିପରି ବିନୋଦ ତାୱଡେ ଏବଂ ସରୋଜ ପାଣ୍ଡେଙ୍କୁ ତାଙ୍କ ସହକାରୀ ସର୍ବେକ୍ଷଣକାରୀ ଭାବରେ ପଠାଯାଇଛି ।

ପର୍ଯ୍ୟବେକ୍ଷକମାନେ ଆଜି ସମସ୍ତ ୩ଟି ରାଜ୍ୟରେ ବିଧାୟକ ଦଳ ବୈଠକ କରିବେ । ମଧ୍ୟପ୍ରଦେଶକୁ ହରିୟାଣା ମୁଖ୍ୟମନ୍ତ୍ରୀ ମନୋହର ଲାଲ ଖଟ୍ଟର, କେ. ଲକ୍ଷ୍ମଣ ଏବଂ ଆଶା ଲାକ୍ରାଙ୍କୁ ପର୍ଯ୍ୟବେକ୍ଷକ ଭାବରେ ପଠାଯାଇଛି । ଛତିଶଗଡର ମୁଖ୍ୟମନ୍ତ୍ରୀ ଚେହେରା ବାଛିବା ଦାୟିତ୍ୱ ଭାଜପା କେନ୍ଦ୍ରମନ୍ତ୍ରୀ ସରବାନନ୍ଦ ସୋନେୱାଲଙ୍କୁ ଦିଆଯାଇଛି । ତାଙ୍କ ସହ କେନ୍ଦ୍ରମନ୍ତ୍ରୀ ଅର୍ଜୁନ ମୁଣ୍ଡା ଏବଂ ଭାଜପା ନେତା ଦୁଷ୍ୟନ୍ତ କୁମାର ଗୌତମଙ୍କୁ ମଧ୍ୟ ପଠାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି