Masthead

କିଏ ହେବେ ରାଜ୍ୟପାଳ?

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ସରିଲା ରାଜ୍ୟପାଳଙ୍କ କାର୍ଯ୍ୟାଳୟ । ପରବର୍ତ୍ତୀ ରାଜ୍ୟପାଳ କିଏ ହେବେ ରାଷ୍ଟ୍ରପତି ଭବନରୁ ସ୍ପଷ୍ଟ ହୋଇନି । ତେବେ ନୂତନ ରାଜ୍ୟପାଳ ଦାୟିତ୍ୱ ଗ୍ରହଣ କରିବା ପର୍ଯ୍ୟନ୍ତ ପ୍ରଫେସର ଗଣେଶୀ ଲାଲ ରାଜ୍ୟପାଳ ଦାୟିତ୍ୱରେ ରହିବେ ।

ହରିୟାନାର ଶେର୍ସାରେ ୧୯୪୨ ମାର୍ଚ୍ଚ ୧ରେ ଜନ୍ମ ଗ୍ରହଣ କରିଥିବା ପ୍ରଫେସର ଗଣେଶୀ ଲାଲ ୨୦୧୮ ମେ’ ୨୯ରେ ଓଡ଼ିଶାର ରାଜ୍ୟପାଳ ଭାବେ ଦାୟିତ୍ୱ ଗ୍ରହଣ କରିଥିଲେ । ରାଜଭବନର ଅଭିଶେକ ହଲରେ ତତକ୍ରାଳୀନ ହାଇକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ ଭିନୀତ୍ ସରଣ ପ୍ରଫେସର ଲାଲଙ୍କୁ ରାଜ୍ୟପାଳ ଭାବେ ଶପଥ ପାଠ କରାଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା