ଆଜି ଆସିପାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କ ନାଁ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): କିଏ ହେବେ ଦିଲ୍ଲୀର ନୂଆ ମୁଖ୍ୟମନ୍ତ୍ରୀ ? ଏନେଇ କଳ୍ପନା ଜଳ୍ପନା ଜାରି ଥିବାବେଳେ ଆଜି ବସିବ ବିଜେପି ବିଧାୟକ ଦଳ ବୈଠକ। ଏଣୁ ଯେ କୌଣସି ମୁହୂର୍ତ୍ତରେ ଦିଲ୍ଲୀ ସିଏମଙ୍କ ନାଁ ଘୋଷଣା କରିପାରେ କେନ୍ଦ୍ରୀୟ ବିଜେପି । ଜୋରସୋରରେ ଚାଲିଛି ଶପଥ ସମାରୋହ ପ୍ରସ୍ତୁତି । ତେବେ ଶପଥଗ୍ରହଣ ସମାରୋହ ଦିଲ୍ଲୀର ରାମଲୀଳା ମୈଦାନରେ ହେବ । ଏଥିପାଇଁ ମଞ୍ଚକୁ ପ୍ରସ୍ତୁତ କରାଯାଉଛି ।

ଜୋର ଶୋରରେ ଚାଲିଛି ଶପଥ ଗ୍ରହଣ ଉତ୍ସବ ପାଇଁ ପ୍ରସ୍ତୁତି କାମ। ୨୦ ଫେବୃଆରୀ ଦିନ ଶପଥ ଗ୍ରହଣ ସମାରୋହ ରାମଲିଲା ମୈଦାନରେ ହେବା ସମ୍ଭାବନା ରହିଛି । ୨୭ବର୍ଷ ପରେ ଦେଶର ରାଜଧାନୀରେ ଦିଲ୍ଲୀରେ ବିଜେପି ସରକାର ଗଠନ କରିଛି। ଶପଥଗ୍ରହଣ ସମାରୋହରେ ପ୍ରଧାନମନ୍ତ୍ରୀ, କେନ୍ଦ୍ର ଗୃହମନ୍ତ୍ରୀ ଓ ବିଜେପି ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀ ଯୋଗଦେବେ । ଏନଡିଏର ସହଯୋଗୀ ଦଳ ନେତା ବି ଏଥିରେ ସାମିଲ ହେବେ । ଏନଡିଏ ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀ ବି ଶପଥଗ୍ରହଣ ସମାରୋହରେ ସାମିଲ ହେବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’