Masthead

ଛିଣ୍ଡୁନି ଅଙ୍କ, ବାଚସ୍ପତି ପଦ ନେଇ ଟଣାଓଟରା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ମୋଦିଙ୍କ ନୂଆ ମନ୍ତ୍ରୀମଣ୍ଡଳର ବିଭାଗ ବଣ୍ଟନ ହୋଇଛି । କ୍ୟାବିନେଟ୍ ବୈଠକ ପରେ ମୋଦି ମନ୍ତ୍ରିମଣ୍ଡଳର ବିଭାଗ ବଣ୍ଟନ ହେଇଛି । ମୋଦୀଙ୍କ ତୃତୀୟ ପାଳିରେ ମନ୍ତ୍ରୀପଦ ବଣ୍ଟନ ପରେ ଏବେ ବାଚସ୍ପତି ପଦ ଉପରେ ନଜର ରହିଛି। ଏଥର ବିଜେପିକୁ ଆବଶ୍ୟକ ସଂଖ୍ୟାଗରିଷ୍ଠତା ମିଳିନଥିବାରୁ ବାଚସ୍ପତି ପଦ ଲାଗି ସହଯୋଗୀଙ୍କ ସହିତ ବିଚାରବିମର୍ଷ ଚାଲିଛି।

ଏନଡିଏର ଦୁଇ ପ୍ରମୁଖ ସହଯୋଗୀ ଦଳ ଟିଡିପି ଏବଂ ଜେଡିୟୁ ବାଚସ୍ପତି ପଦକୁ ନେଇ ଟଣାଓଟରା ହୋଉଥିବା ଜଣାପଡିଛି। ନୀତୀଶ ଚାହୁଛନ୍ତି ତାଙ୍କ ଦଳର ଏମ୍‌ପିଙ୍କୁ ବାଚସ୍ପତି କରାଯାଉ। ଚନ୍ଦ୍ରବାବୁଙ୍କର ମଧ୍ୟ ଦାବି ରହିଛି ଯେ ତାଙ୍କ ଦଳକୁ ଏହି ମର୍ଯ୍ୟାଦାଜନକ ପଦବୀ ମିଳୁ। କିନ୍ତୁ ବଜେପି ଏଥିପାଇଁ ପ୍ରସ୍ତୁତ ନୁହେଁ, ଯାହାକୁ ନେଇ ଅଚଳାବସ୍ଥା ଆରମ୍ଭ ହୋଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା