Masthead

କିଏ କେଉଁଠି ଉତ୍ତୋଳନ କରିବେ ଜାତୀୟ ପତାକା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):୧୯ ଜିଲ୍ଲାରେ ମନ୍ତ୍ରୀ ଉଡାଇବେ ଜାତୀୟ ପତାକା । ୧୧ ଜିଲ୍ଲାରେ ଜିଲ୍ଲାପାଳ ଓ ଦୁଇ ସ୍ଥାନରେ ଆରଡିସି ଉଡାଇବେ ତ୍ରିରଙ୍ଗା । କିନ୍ତୁ ରାଜସ୍ୱ ମନ୍ତ୍ରୀ ସୁଦାମ ମାରାଣ୍ଡି କୌଣସି ସ୍ଥାନରେ ଜାତୀୟ ପତାକା ଉତ୍ତୋଳନ କରିବେ ନାହିଁ । ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ବରଗଡ଼, ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ କନ୍ଧମାଳ, ସମବାୟ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ପୁରୀ, ପରିବହନମନ୍ତ୍ରୀ ପଦ୍ମନାଭ ବେହେରା କଟକ, ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନା ମୟୂରଭଞ୍ଜ, କୃଷିମନ୍ତ୍ରୀ ଅରୁଣ ସାହୁ ସୁନ୍ଦରଗଡ଼, ଗ୍ରାମ୍ୟଉନ୍ନୟନ ମନ୍ତ୍ରୀ ସୁଶାନ୍ତ ସିଂ ବଲାଙ୍ଗୀର, ସ୍ୱାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସ କଳାହାଣ୍ଡି, ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଟୁକୁନି ସାହୁ କୋରାପୁଟରେ ଜାତୀୟ ପତାକା ଉତ୍ତୋଳନ କରିବେ ।

ଗଜପତିରେ ମନ୍ତ୍ରୀ ଜଗନ୍ନାଥ ସାରକା, ନୂଆପଡ଼ାରେ ଦିବ୍ୟଶଙ୍କର ମିଶ୍ର, ସମ୍ବଲପୁରରେ ଅଶୋକ ପଣ୍ଡା, ଅନୁଗୁଳରେ ଜ୍ୟେତିପ୍ରକାଶ ପାଣିଗ୍ରାହୀ, ସୁବଣ୍ଣପୁରରେ ପ୍ରେମାନନ୍ଦ ନାୟକ, କେନ୍ଦୁଝରରେ ରଘୁନନନ୍ଦନ ଦାସ, ମାଲକାନଗିରିରେ ପଦ୍ମନି ଦିଆନ, ନବରଙ୍ଗପୁରରେ ତୁଷାରକାନ୍ତି ବେହେରା ପତାକା ଉତ୍ତୋଳନ କରିବେ । ବ୍ରହ୍ପୁରରେ ଦକ୍ଷିଣାଞ୍ଚଳ ଆରଡିସି ଓ ରାଉରକେଲାରେ ପଶ୍ଚିମାଞ୍ଚଳ ଆରଡିସି ଜାତୀୟ ପତାକା ଉତ୍ତୋଳନ କରିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା