କାହିଁକି ଜେଲର ଚାରିକାନ୍ଥ ଭିତରେ ଥିଲେ ସୁବ୍ରତ ରୟ?

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦେଶର ନମ୍ବର-୧ ଘରୋଇ କମ୍ପାନି ହେବାର ପରିଚୟ ଲାଭ କରିଥିଲା ସାହାରା ଇଣ୍ଡିଆ ପରିବାର । ସାଇକେଲରୁ ଦୁଇ ଟଙ୍କା ଲେଖାଏଁ ଆଦାୟ କରିଥିଲେ ଟଙ୍କା । ଲୋକଙ୍କୁ ଦେଖାଇଥିଲେ ପଇସା ଡବଲ ହେବାର ସ୍ୱପ୍ନ । ଆଉ ସତ ମଧ୍ୟ କରିଥିଲେ । ଏହ ଆଶା ନେଇ ଭାରତ ତଥା ବିଦେଶ ବଜାରକୁ କବ୍ଜା କରିଥିବା ସୁବ୍ରତ ରୟ ଜେଲ ମଧ୍ୟ ଯାଇଥିଲେ । ଅନେକ ଲୋକ ଜାଣି ନାହାନ୍ତି ତାଙ୍କ ଜେଲ ଯିବାର କାରଣ କ’ଣ ରହିଥିଲା? କାରଣ ଜାଣିବା ପାଇଁ ଦେଖନ୍ତୁ ବଡ଼ ଖବର…

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନେପାଳରେ ପୁଣି ଭୟଙ୍କର ବନ୍ୟା, ଭାସିଗଲା ଅନେକ ଘର 🔴 ରୋଷେଇ ବେଳେ ଫାଟିଲା ଗ୍ୟାସ ଟାଙ୍କି, ଶିଶୁ କନ୍ୟାର ମୃତ୍ୟୁ 🔴 ଆଜି ପୁଣି ଜୋରଦାର ହୋଇପାରେ CJP ଆନ୍ଦୋଳନ 🔴 ୧୩ ଜିଲାକୁ ୟେଲୋ ୱାର୍ଣ୍ଣିଂ 🔴 ଏକଲବ୍ୟ ବିଦ୍ୟାଳୟରେ ଅଶାନ୍ତି, ପ୍ରତିବାଦରେ ରାଜରାସ୍ତାରେ ଛାତ୍ରଛାତ୍ରୀ 🔴 ଝଡ଼ବର୍ଷା, ୟେଲୋ ୱାର୍ଣ୍ଣିଂ ଜାରି 🔴 ମିଳିଲାନି ମହାପ୍ରୟାଣ ସେବା, ରାସନ କାର୍ଡ ବନ୍ଧକ ରଖି ମୃତଦେହ ନେଲେ ପରିବାର 🔴 ଭୂକମ୍ପରେ ଥରିଲା ପାନାମା 🔴 ଘଡ଼ଘଡ଼ି ବିଜୁଳି ସହିତ ବର୍ଷା ସମ୍ଭାବନା 🔴 କଲେଜ ନିର୍ବାଚନ ଆଜି ପ୍ରାର୍ଥିପତ୍ର ଦାଖଲ 🔴 ନେପାଳରେ ପୁଣି ଭୟଙ୍କର ବନ୍ୟା, ଭାସିଗଲା ଅନେକ ଘର 🔴 ରୋଷେଇ ବେଳେ ଫାଟିଲା ଗ୍ୟାସ ଟାଙ୍କି, ଶିଶୁ କନ୍ୟାର ମୃତ୍ୟୁ 🔴 ଆଜି ପୁଣି ଜୋରଦାର ହୋଇପାରେ CJP ଆନ୍ଦୋଳନ 🔴 ୧୩ ଜିଲାକୁ ୟେଲୋ ୱାର୍ଣ୍ଣିଂ 🔴 ଏକଲବ୍ୟ ବିଦ୍ୟାଳୟରେ ଅଶାନ୍ତି, ପ୍ରତିବାଦରେ ରାଜରାସ୍ତାରେ ଛାତ୍ରଛାତ୍ରୀ 🔴 ଝଡ଼ବର୍ଷା, ୟେଲୋ ୱାର୍ଣ୍ଣିଂ ଜାରି 🔴 ମିଳିଲାନି ମହାପ୍ରୟାଣ ସେବା, ରାସନ କାର୍ଡ ବନ୍ଧକ ରଖି ମୃତଦେହ ନେଲେ ପରିବାର 🔴 ଭୂକମ୍ପରେ ଥରିଲା ପାନାମା 🔴 ଘଡ଼ଘଡ଼ି ବିଜୁଳି ସହିତ ବର୍ଷା ସମ୍ଭାବନା 🔴 କଲେଜ ନିର୍ବାଚନ ଆଜି ପ୍ରାର୍ଥିପତ୍ର ଦାଖଲ