Masthead

ଇମ୍ରାନଙ୍କୁ କାହିଁକି ଗିରଫ କରିବ ପୋଲିସ?

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଇମ୍ରାନ ଖାନ୍ ୨୦୧୮ ମସିହାରେ ପାକିସ୍ତାନର ପ୍ରଧାନମନ୍ତ୍ରୀ ଥିଲେ । ସେ ଆରବ ଦେଶ ଗସ୍ତ କରିଥିବା ବେଳେ ତାଙ୍କୁ ଅନେକ ଦାମୀ ପୁରସ୍କାର ସବୁ ମିଳିଥିଲା । ଏହାସହ ୟୁରୋପୀୟ ଦେଶର ଅନେକ ରାଷ୍ଟ୍ରମୁଖ୍ୟ ଇମ୍ରାନଙ୍କୁ ଦାମୀ ଉପହାର ଦେଇଥିଲେ । ଯାହାକୁ ଇମ୍ରାନ ଖାନ ତୋଷଖାନାରେ ଜମା କରିଥିଲେ । ହେଲେ କିଛି ଦିନ ପରେ ସେହି ସବୁ ଉପହାର ତୋଷଖାନାରୁ ଶସ୍ତା ଦାମରେ କିଣି ବାହାରେ ଉଚ୍ଚ ଦାମରେ ବିକ୍ରି କରିଦେଇଥିଲେ ।

ଉପହାରରେ ମିଳିଥିବା ଜିନିଷ ଶସ୍ତାରେ ତୋଷଖାନାରୁ ଆଣି ବାହାରେ ଉଚ୍ଚା ଦରରେ ବିକ୍ରି କରିବାକୁ ଇମ୍ରାନ ଖାନଙ୍କ ସରକାର ପୂର୍ଣ୍ଣ ଅନୁମତି ଦେଇଥିଲା । ଆଉ ତା’ପରେ ଆରମ୍ଭ ହୋଇଥିଲା ବିବାଦ । ସେପଟେ ବର୍ତମାନ ସକରାରର ଏହା ଡଡ଼ଯନ୍ତ୍ର ବୋଲି ଲୋକେ ଦାବି କଲେଣି । ଇମ୍ରାନଙ୍କ ଘର ସମ୍ମୁଖରେ ତାଙ୍କ ସହଯୋଗୀ ମାନେ ନାରାବାଜୀ ମଧ୍ୟ କରୁଥିବା ଦେଖିବାକୁ ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି