Masthead

ସ୍ଵାମୀକୁ ଜାଳିଦେଲା ସ୍ତ୍ରୀ

ଭଞ୍ଜନଗର (ବଡ଼ ଖବର ବ୍ୟୁରୋ): ସ୍ଵାମୀକୁ ଜାଳିଦେଲା ସ୍ତ୍ରୀ । ଭଞ୍ଜନଗର ଥାନା କୁଲାଡ ଗ୍ରାମରେ ଆଜି ସକାଳେ ଦେଖିବାକୁ ମିଳିଛି ଅଭାବନୀୟ ଘଟଣା। ପାରିବାରିକ କଲହକୁ କେନ୍ଦ୍ର କରି ସ୍ଵାମୀ ଉପରେ କିରୋସିନି ଢାଳି ସ୍ତ୍ରୀର ହତ୍ୟା ଉଦ୍ୟମ । କୁଲାଡ ଗ୍ରାମର ଅବସରପ୍ରାପ୍ତ ବନ କର୍ମଚାରୀ ପ୍ରଫୁଲ୍ଲ କୁମାର ସାବତଙ୍କ ଘରେ କୌଣସି କାରଣକୁ ନେଇ ଆଜକୁ ଚାରି ଦିନ ହେଲା ବଚସା ଚାଲିଥିଲା ।

ଆଜି ସକାଳେ ଘର ବାରଣ୍ଡାରେ ପ୍ରଫୁଲ୍ଲ ବସିଥିବା ସମୟରେ ସ୍ତ୍ରୀ ପଛପଟୁ ଆସି କିରୋସିନ ଢାଳି ନିଆଁ ଲଗାଇଦେଇଥିଲେ । ପ୍ରଫୁଲ୍ଲଙ୍କ ଚିତ୍କାର ଶୁଣି ପଡୋଶୀମାନେ ଫ୍ରଫୁଲ୍ଲଙ୍କୁ ଉଦ୍ଧାର କରି ଭଞ୍ଜନଗର ଡାକ୍ତରଖାନାରେ ଭର୍ତ୍ତି କରିଛନ୍ତି । ତାଙ୍କ ଶରୀରର ପାଖାପାଖି ୭୦ ଭାଗ ପୋଡି ଯାଇଛି । ପ୍ରାଥମିକ ଚିକିତ୍ସା ପରେ ପ୍ରଫୁଲ୍ଲଙ୍କୁ ବ୍ରହ୍ମପୁର ସ୍ଥାନାନ୍ତର କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ