Masthead

ସ୍ୱାମୀକୁ ମାରିଲା ସ୍ତ୍ରୀ

ବାଲିପାଟଣା(ବଡ଼ ଖବର ବ୍ୟୁରୋ): ସ୍ୱାମୀକୁ ମାରି ପୋତି ଦେଇଛି ସ୍ତ୍ରୀ । ବାଲିପାଟଣା ଥାନା ବନମାଳିପୁର ଗ୍ରାମରେ ଘଟିଛି ହତ୍ୟାକାଣ୍ଡ । ଅଭିଯୁକ୍ତ ହେଲେ ଲିଲି ଗିରି । ସ୍ୱାମୀ ନିଧିରାମ ଗିରିଙ୍କ ମୁଣ୍ଡକୁ ହେମଦସ୍ତାରେ ପିଟି ମାରିଦେଇଥିଲେ । ପରେ ପୋଡ଼ି ହାଡ ପାଉଁଶକୁ ବାରିପଟେ ପୋତି ଦେଇଥିଲେ ଲିଲି । ମାତ୍ର ଗାଁ ଲୋକଙ୍କୁ ଲିଲି କହିଥିଲେ ତାଙ୍କ ସ୍ୱାମୀ ନିଧିରାମ ଫେରାର ଅଛନ୍ତି । ପାରିବାରିକ କଳହକୁ ନେଇ ଏପରି ହତ୍ୟାକାଣ୍ଡ ଘଟିଛି ବୋଲି ଜଣାପଡ଼ିଛି । ଅଭିଯୁକ୍ତ ଦୋଷ ସ୍ୱୀକାର କରିବା ପରେ ଗ୍ରାମବାସୀ ପୋଲିସକୁ ଜଣାଇଥିଲେ । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ