Masthead

ବିରୋଧୀଙ୍କୁ ମୋଦିଙ୍କ ଟାର୍ଗେଟ, ବିଗତ ୧୦ ବର୍ଷରେ ଆପଣମାନେ କ’ଣ କରିଛନ୍ତି ସମୀକ୍ଷା କରନ୍ତୁ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆଜିଠୁ ଆରମ୍ଭ ହୋଇଛି ସଂସଦରେ ବଜେଟ ଅଧିବେଶନ। ଫେବ୍ରୁଆରି ୯ ତାରିଖ ଯାଏଁ ଚାଲିବ ଏହି ଅଧିବେଶନ । ୨୦୨୪ ଲୋକସଭା ନିର୍ବାଚନ ପୂର୍ବରୁ ଏହା ହେଉଛି ଶେଷ ଅଧିବେଶନ। ସଂସଦରେ କାମଚଳା ବଜେଟ୍ ଉପସ୍ଥାପିତ ହେବା ପୂର୍ବରୁ ଆଜି ବିରୋଧିଙ୍କୁ କଡ଼ା ଟାର୍ଗେଟ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପାର୍ଲାମେଣ୍ଟ ଭବନରେ ପ୍ରବେଶ ପୂର୍ବରୁ ମୋଦି ଗଣମାଧ୍ୟମକୁ ସମ୍ବୋଧନ କରିଛନ୍ତି।

ପରୋକ୍ଷରେ ସଂସଦରେ ହଙ୍ଗାମା କରୁଥିବା ସାଂସଦଙ୍କୁ ସମାଲୋଚନା କରିବାକୁ ପଛାଇ ନାହାନ୍ତି। ସେ କହିଛନ୍ତି, ବିଗତ ୧୦ ବର୍ଷରେ ଆପଣମାନେ କ’ଣ କରିଛନ୍ତି ସମୀକ୍ଷା କରନ୍ତୁ। ଆପଣଙ୍କ ବ୍ୟବହାରକୁ ନେଇ ଲୋକେ କଣ କହୁଛନ୍ତି ପଚାରି ବୁଝନ୍ତୁ। ଏହି ଅଧିବେଶନ ହେବ ଆପଣମାନଙ୍କ ପାଇଁ ପଶ୍ଚାତାପର ଅବସର। କାଲି ମଧ୍ୟବର୍ତ୍ତୀକାଳୀନ ବଜେଟ ଉପସ୍ଥାପିତ ହେବାକୁ ଯାଉଛି। ପରେ ପୂରା ବଜେଟ ଉପସ୍ଥାପନା ନେଇ ଦମ୍ଭୋକ୍ତି ଦେଖାଇଲେ ମୋଦି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ନୂଆଖାଇ’ ପାଇଁ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ‘ନୂଆଖାଇ’ ପାଇଁ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ