Masthead

ପୁଣି ଜେରା ହେବେ କି ଡିଏଫଓ?

ଗଜପତି(ବଡ଼ ଖବର ବ୍ୟୁରୋ): ସୌମ୍ୟ ମୃତ୍ୟୁ ମାମଲାରେ ବଡ଼ ଖୁଲାସା। ପୂର୍ବତନ ରାତ୍ରୀ ଜଗୁଆଳୀ ଦେଇଛନ୍ତି ଚାଞ୍ଚଲ୍ୟକର ବୟାନ । ରାତି ଅଧରେ ସୌମ୍ୟଙ୍କ ସରକାରୀ ବାସଭବନକୁ ଯାଉଥିଲେ ଡିଏଫଓ । ଡିଏଫଓଙ୍କୁ ରାତିରେ ଦେଖିଥିବା ପ୍ରତିକ୍ରିୟା ଦେଲେ ଗଙ୍ଗା ପ୍ରଧାନ । ସେଥିପାଇଁ ଚାକିରୀରୁ ବାହାର କରିଥିବା ଅଭିଯୋଗ ଆଣିଛନ୍ତି ଗଙ୍ଗା ।

ଜଗୁଆଳିଙ୍କ ଏଭଳି ବୟାନ ପରେ ବିଦ୍ୟାଭାରତୀ ଓ ଡିଏଫଓଙ୍କ ସମ୍ପର୍କ ଉପରେ ଆଙ୍ଗୁଳି ଉଠିଛି । ସେପଟେ କ୍ରାଇମବ୍ରାଞ୍ଚ ବିଦ୍ୟାଭାରତୀଙ୍କୁ ୭ ଘଣ୍ଟା ଜେରା କରିଥିବା ବେଳେ ବିଦ୍ୟାଭାରତୀଙ୍କ ଉତ୍ତରରେ ଅସନ୍ତୁଷ୍ଟ ହୋଇ ଆଉ ଥରେ ଜେରା କରିବ ବୋଲି କହିଛି । କିନ୍ତୁ ଡିଏଫଓଙ୍କୁ ସାଢେ ୩ଘଣ୍ଟା ଜେରା କରି ଥରକରେ କ୍ଲିନଚିଟ ଦେଇଥିଲେ । ତେବେ ଏବେ ପ୍ରଶ୍ନ ଉଠୁଛି ଡିଏଫଓଙ୍କୁ କ୍ରାଇମବ୍ରାଞ୍ଚ ଆଉଥରେ ଜେରା କରିବ କି?

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ