Masthead

ଉଠିବ କି ଲକଡାଉନ !

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସାରା ରାଜ୍ୟରେ ସରିବାକୁ ଆସୁଛି ଆଂଶିକ ଲକଡାଉନ । ଆଉ ଦୁଇ ଦିନ ପରେ ଲାଗୁ ହୋଇଥିବା ଲକଡାଉନ୍‌ ଅବଧି ଶେଷ ହେବ। ଏ ନେଇ ପରିବାର ଓ ସ୍ୱାସ୍ଥ୍ୟ କଲ୍ୟାଣ ନିର୍ଦ୍ଦେଶକ ବିଜୟ ମହାପାତ୍ର ନିଜର ବୟାନ ଦେଇ କହିଛନ୍ତି କି, ‘ରାଜ୍ୟରେ କରୋନା ସଂକ୍ରମଣ କମୁଛି, ମାତ୍ର ଆମେ ସ୍ଥିତି ଉପରେ ନଜର ରଖୁଛୁ। ପଡୋଶୀ ଛତିଶଗଡ଼ରେ ସଂକ୍ରମଣ କିଛିଟା ବଢ଼ିଛି।

ତେଣୁ ନୂଆପଡ଼ା ଉପରେ ଆମେ ନଜର ରଖିଛୁ। ଆମକୁ ସଜାଗ ରହିବାକୁ ପଡ଼ିବ। ସରକାର ସବୁ କଥା ଦେଖି ୧୬ ତାରିଖରେ ସରୁଥିବା ଲକଡାଉନ ଉପରେ ନିଷ୍ପତ୍ତି ନେବେ। ସେହିପରି ଡିଏମଏଟିର ଡାକ୍ତର ସି ବି କେ ମହାନ୍ତି କହିଛନ୍ତି, ‘କେନ୍ଦ୍ର ସରକାରଙ୍କ କହିବା ଅନୁସାରେ ବର୍ତ୍ତମାନ ବ୍ରିଟେନ, ରୁଷିଆ, ବାଂଲାଦେଶ, ଇଣ୍ଡୋନେସିଆରେ ତୃତୀୟ ଲହର ଚାଲିଛି। ମାତ୍ର ଭାରତରେ ଏଯାଏ ତୃତୀୟ ଲହର ଆସିନି। ତୃତୀୟ ଓ ଚତୁର୍ଥ ଲହର ଆସିପାରେ। ବର୍ତ୍ତମାନ ଓଡ଼ିଶାରେ ସଂକ୍ରମଣ ତଳମୁହାଁ ଅଛି। ୧୬ ପରେ ପରିସ୍ଥିତି ଦେଖି ଅନଲକ କରାଯିବ।’

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ