Masthead

୩ଦିନ ଯାଏଁ ବର୍ଷା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ସାରା ରାଜ୍ୟରେ ସକ୍ରିୟ ରହିଛି ମୌସୁମୀ । ରାଜ୍ୟର ଅଧିକାଂଶ ଜିଲ୍ଲାରେ ଆସନ୍ତା ୩ଦିନ ଯାଏଁ ଲାଗିରହିବ ମଧ୍ୟମ ଧରଣର ବର୍ଷା । ବିଶେଷକରି ଉତ୍ତର ଓଡ଼ିଶାରେ ବର୍ଷାର ପରିମାଣ ଟିକେ ଅଧିକ ରହିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି । ମୌସୁମୀ ପ୍ରଭାବରେ ଗତ ୧୫ ଦିନରେ ରାଜ୍ୟରେ ସ୍ୱାଭାବିକଠାରୁ ଅଧିକ ବର୍ଷା ହୋଇଛି ।

ଆସନ୍ତା ୨୪ ଘଣ୍ଟା ପାଇଁ ୧୦ଟି ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, କେନ୍ଦୁଝର, ମୟୂରଭଞ୍ଜ ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି । ସେପଟେ ରାଜଧାନୀ ଭୁବନେଶ୍ୱରରେ ଆଜି ପାଗ ମେଘୁଆ ରହିଛି । କେତେକ ସ୍ଥାନରେ ସକାଳୁ ଝିପଝିପ୍ ବର୍ଷା ମଧ୍ୟ ହୋଇଥିବା ଦେଖିବାକୁ ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ