Masthead

କୋହଳ ହେବ କି ଲକଡାଉନ?

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଗୁରୁବାର ସକାଳ ୫ଟାରେ ରାଜ୍ୟରେ ଶେଷ ହେବାକୁ ଯାଉଛି ଲକଡାଉନ । ତେବେ କଟକଣା ବଢ଼ିବ କି ନାଁ ସେ ନେଇ କୌଣସି ଚୂଡ଼ାନ୍ତ ନିଷ୍ପତ୍ତି ଏବେ ସୁଧା ନିଆଯାଇନାହିଁ । ତେବେ ଡିଏମଇଟି ଏନେଇ ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି, ସମସ୍ତ ଡାଟାକୁ ସର୍ଭେ କରିବା ପରେ ରାଜ୍ୟରେ ଲକଡାଉନ ଓ ଅନଲକକୁ ନେଇ ନିଷ୍ପତ୍ତି ନିଆଯିବ । ରାଜ୍ୟରେ ଧୀରେ ଧୀରେ ସଂକ୍ରମଣ କମୁଥିବା ବେଳେ ମୃତ୍ୟୁ ହାର ମଧ୍ୟ କମିବାରେ ଲାଗିଛି ।

ଯଦି ଲୋକ ସଚେତନ ହୁଅନ୍ତି ତେବେ କରୋନା ନିୟନ୍ତ୍ରଣ ହେବ । ଅନଲକ ହେଲେ ମଧ୍ୟ ଲୋକଙ୍କୁ କଡ଼ାକଡ଼ି ନିୟମ ପାଳନ କରିବାକୁ ପଡ଼ିବ । ସେହିପରି ଆଇସୁୟୁରେ ମଧ୍ୟ ଏବେ କମ ରୋଗୀ ରହିଛନ୍ତି । ତେଣୁ ସର୍ଭେ ଅନୁସାରେ ନିଷ୍ପତ୍ତି ନିଆଯିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି