Masthead

ଦେଶୀ ମଦ ଜବତ

ଅସ୍ତରଙ୍ଗ (ବଡ଼ ଖବର ବ୍ୟୁରୋ): ଅସ୍ତରଙ୍ଗ ସାମୁଦ୍ରିକ ପୋଲିସ ପାଟ୍ରୋଲିଂ ସମୟରେ ଝାଡ଼ଲିଙ୍ଗ ପଞ୍ଚାୟତର ମଧୁପୁର ଗ୍ରାମର ବ୍ରହ୍ମାନନ୍ଦ ସେନାପତିଙ୍କ ନିକଟରୁ ୧୫ବୋତଲ ଆସ୍କାଫଟି ଜବତ କରିଛି । ପରେ ବ୍ରହ୍ମାନନ୍ଦକୁ ଗିରଫ କରାଯାଇଛି । ପାଟ୍ରୋଲିଂ ସମୟରେ ବ୍ରହ୍ମାନନ୍ଦ ମଦ ବିକ୍ରି କରୁଥିବା ଦେଖିବାକୁ ମିଳିଥିଲା । ପୋଲିସ ଏକ ମାମଲା ରୁଜୁ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ