Masthead

ଦେଶୀ ମଦ ଜବତ

ଅସ୍ତରଙ୍ଗ (ବଡ଼ ଖବର ବ୍ୟୁରୋ): ଅସ୍ତରଙ୍ଗ ସାମୁଦ୍ରିକ ପୋଲିସ ପାଟ୍ରୋଲିଂ ସମୟରେ ଝାଡ଼ଲିଙ୍ଗ ପଞ୍ଚାୟତର ମଧୁପୁର ଗ୍ରାମର ବ୍ରହ୍ମାନନ୍ଦ ସେନାପତିଙ୍କ ନିକଟରୁ ୧୫ବୋତଲ ଆସ୍କାଫଟି ଜବତ କରିଛି । ପରେ ବ୍ରହ୍ମାନନ୍ଦକୁ ଗିରଫ କରାଯାଇଛି । ପାଟ୍ରୋଲିଂ ସମୟରେ ବ୍ରହ୍ମାନନ୍ଦ ମଦ ବିକ୍ରି କରୁଥିବା ଦେଖିବାକୁ ମିଳିଥିଲା । ପୋଲିସ ଏକ ମାମଲା ରୁଜୁ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼