Masthead

ରାଜ୍ୟରେ ପୁଣି ବଢିବ ଶୀତ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆଗାମୀ ୨୪ ଘଣ୍ଟା ପାଇଁ ୫ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ବରଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, ଅନୁଗୁଳ ଓ ମୟୁରଭଞ୍ଜ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏହାସହ ୧୧ଟି ଜିଲ୍ଲା ପାଇଁ ଜାରି ହୋଇଛି ୟେଲ୍ଲୋ ୱାର୍ଣ୍ଣିଂ । ଏହା ମଧ୍ୟରେ ରହିଛି କୋରାପୁଟ, କଳାହାଣ୍ଡି, ନୂଆପଡ଼ା, କନ୍ଧମାଳ, ବୌଦ୍ଧ, ସୁବର୍ଣ୍ଣପୁର, କଟକ, ଢେଙ୍କାନାଳ, କେନ୍ଦୁଝର, ବାଲେଶ୍ୱର ଓ ଦେବଗଡ଼ । ଆଗାମୀ ୩ ଦିନ ପାଇଁ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ଶୀତ ଅନୁଭୂତ ହେବ । ଉପକୂଳବର୍ତ୍ତି ଜିଲ୍ଲା ଗୁଡ଼ିକରେ ମଧ୍ୟ ରାତ୍ରି ସମୟରୁ ୩ରୁ ୪ ଡ଼ିଗ୍ରୀ ପର୍ଯ୍ୟନ୍ତ ପାରଦ କମିବା ସମ୍ଭାବନା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା