ରାଜ୍ୟରେ ପୁଣି ବଢିବ ଶୀତ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆଗାମୀ ୨୪ ଘଣ୍ଟା ପାଇଁ ୫ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ବରଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, ଅନୁଗୁଳ ଓ ମୟୁରଭଞ୍ଜ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏହାସହ ୧୧ଟି ଜିଲ୍ଲା ପାଇଁ ଜାରି ହୋଇଛି ୟେଲ୍ଲୋ ୱାର୍ଣ୍ଣିଂ । ଏହା ମଧ୍ୟରେ ରହିଛି କୋରାପୁଟ, କଳାହାଣ୍ଡି, ନୂଆପଡ଼ା, କନ୍ଧମାଳ, ବୌଦ୍ଧ, ସୁବର୍ଣ୍ଣପୁର, କଟକ, ଢେଙ୍କାନାଳ, କେନ୍ଦୁଝର, ବାଲେଶ୍ୱର ଓ ଦେବଗଡ଼ । ଆଗାମୀ ୩ ଦିନ ପାଇଁ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ଶୀତ ଅନୁଭୂତ ହେବ । ଉପକୂଳବର୍ତ୍ତି ଜିଲ୍ଲା ଗୁଡ଼ିକରେ ମଧ୍ୟ ରାତ୍ରି ସମୟରୁ ୩ରୁ ୪ ଡ଼ିଗ୍ରୀ ପର୍ଯ୍ୟନ୍ତ ପାରଦ କମିବା ସମ୍ଭାବନା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ