Masthead

ଦାରିଙ୍ଗବାଡ଼ିରେ ଶୀତର ପ୍ରକୋପ

କନ୍ଧମାଳ(ବଡ଼ ଖବର ବ୍ୟୁରୋ): ଆଜି କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡ଼ି ବ୍ଳକରେ ଶୀତର ପ୍ରକୋପ ଦେଖାଦେଇଛି । ଏହା ସହ କୁହୁଡିର ଆସ୍ତରଣ ଦେଖିବାକୁ ମିଳିଛି। ସେପଟେ ଦ୍ୱିତୀୟକାଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ଗତ କାଲି ତାପମାତ୍ରା ୧୮ ଡିଗ୍ରୀ ରହିଥିବା ବେଳେ ଆଜି ୧୩ ଡିଗ୍ରୀକୁ ଖସିଆସିଛି। ଏହାର ମଜା ନେଉଛନ୍ତି ଅଞ୍ଚଳ ବାସି ଏବଂ ବିଭିନ୍ନ ସ୍ଥାନରୁ ଆସିଥିବା ପର୍ୟ୍ୟଟକ ମାନେ।ଶୀତୁଆ ସକାଳରେ ଲୋକମାନେ ମର୍ନିଙ୍ଗ୍ ୱାର୍କ କରିବା ସହିତ କଫିର ମଜା ଉଠାଉଥିବାର ଦେଖିବାକୁ ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ