Masthead

ଆରମ୍ଭ ହେଲା ବିଧାନସଭାର ଶୀତକାଳୀନ ଅଧିବେଶନ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):  ଆରମ୍ଭ ହେଲା ବିଧାନସଭାର ଶୀତକାଳୀନ ଅଧିବେଶନ । ଗୃହକାର୍ଯ୍ୟ ଆରମ୍ଭ ପୂର୍ବରୁ ଗୃହରେ ଶୋକପ୍ରସ୍ତାବ ଆଗତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦିବଙ୍ଗତ ନେତାଙ୍କ ପାଇଁ ଶୋକପ୍ରକାଶ ଆଗତ କଲେ ମୁଖ୍ୟମନ୍ତ୍ରୀ । ପୂର୍ବତନ ବାଚସ୍ପତି ସ୍ବର୍ଗତଃ ମହେଶ୍ୱର ମହାନ୍ତି, ପୂର୍ବତନ ଉପମନ୍ତ୍ରୀ ସରସ୍ବତୀ ପ୍ରଧାନ, ପୂର୍ବତନ ସରକାରୀ ମୁଖ୍ୟ ସଚେତକ ଅଜୟ କୁମାର ଜେନା, ପୂର୍ବତନ ସଦସ୍ୟ ରବି ଦାସ, ପୂର୍ବତନ ସଦସ୍ୟ ଯୁଧିଷ୍ଠିର ସାମନ୍ତରାୟ, ପୂର୍ବତନ ଲାନସ ହାବିଲଦାର ସରୋଜ କୁମାର ଦାସ, ପୂର୍ବତନ କନେଷ୍ଟବଳ ବି.ଏସ.ଏଫ ପ୍ରକାଶ ଚନ୍ଦ୍ର ଶିଆଳଙ୍କ ଉଦ୍ଦେଶ୍ୟରେ ଶୋକ ପ୍ରସ୍ତାବ ଆଣିଲେ ମୁଖ୍ୟମନ୍ତ୍ରୀ । ଗୃହରେ ଆସିଥିବା ଶୋକ ପ୍ରସ୍ତାବକୁ ସମର୍ଥନ କରିଛନ୍ତି ବିରୋଧୀ ।ଗୃହରେ ଆସିଥିବା ଶୋକ ପ୍ରସ୍ତାବକୁ ସମର୍ଥନ କରିଛନ୍ତି ବିରୋଧୀ । ଆସନ୍ତା ଡିସେମ୍ବର ୩୦ ଯାଏଁ ଚାଲିବ ବିଧାନସଭାର ଶୀତ ଅଧିବେଶନ । ଏହି ଶୀତ ଅଧିବେଶନରେ ୩୦ଟି କାର୍ଯ୍ୟଦିବସ ରହିଛି । ଆସନ୍ତାକାଲି ଦିନ ୧୦ଟା ୩୦ ଯାଏଁ ଗୃହ ମୁଲତବି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା