Masthead

୩୦ରୁ ବଢିବ ତାପମାତ୍ରା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଗତ କିଛିଦିନ ହେଲା ଶୀତର ଲହରି ଜାରି ରହିଥିବାବେଳେ ସୁନ୍ଦରଗଡ଼ ଓ କନ୍ଧମାଳ ଆଦି ଜିଲାରେ ଗଭୀର କୁହୁଡ଼ି ଦେଖିବାକୁ ମିଳୁଛି। ସେହିପରି କଳାହାଣ୍ଡି ସମେତ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ହାଲୁକାରୁ ମଧ୍ୟମଧରଣ କୁହୁଡ଼ିର ଆସ୍ତରଣ ରହୁଛି। ତେବେ ନଭେମ୍ବର ୩୦ରୁ ଡିସେମ୍ବର ପହିଲା ମଧ୍ୟରେ ତାପମାତ୍ରା ୨ରୁ ୩ ଡିଗ୍ରୀ ସେଲସିୟସ୍‌ ବଢ଼ିପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ସେପଟେ ସୁବର୍ଣ୍ଣପୁର ଜିଲ୍ଲାରେ ଗତ କିଛି ଦିନ ହେବ ଘନ କୁହୁଡି ସକାଳ ୯ଟା ପର୍ଯ୍ୟନ୍ତ ପଡୁ ଥିବାରୁ ଯାନବାହାନ ଚଳାଚଳରେ ବାଧା ସୃଷ୍ଟି ହେଉଛି । ସେଥିପାଇଁ ଲାଇଟ ଲଗାଇ ଲୋକେ ଯାତାୟତ କରୁଛନ୍ତି । ସନ୍ଧ୍ୟା ୫ଟାରୁ ସକାଳ ୯ଟା ପର୍ଯ୍ୟନ୍ତ ଶୀତ ଲହରୀ ଜାରି ରହୁଛି । ଘନ କୁହୁଡିର ଆସ୍ତରଣରେ ଦିନ ୯ ଟା ପର୍ୟ୍ୟନ୍ତ ଢାଙ୍କି ରହୁଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା