Masthead

ନଭେମ୍ବରରେ ରାଜ୍ୟରେ ହେବ କମ୍‌ ଶୀତ 

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ନଭେମ୍ବରରେ ରାଜ୍ୟରେ ହେବ କମ୍‌ ଶୀତ  । ଏ ମାସରେ ଦେଶର ଅଧିକାଂଶ ସ୍ଥାନରେ ରାତି ତାପମାତ୍ରା ସ୍ୱାଭାବିକଠାରୁ ଅଧିକ ରହିବ । କେବଳ  ଉତ୍ତର-ପଶ୍ଚିମ ଭାରତର କିଛି ସ୍ଥାନରେ ସ୍ୱାଭାବିକ ବା ସ୍ୱାଭାବିକଠାରୁ କମ୍‌ ତାପମାତ୍ରା ରହିବ  ବୋଲି ଭାରତୀୟ ପାଣିପାଗ ବିଭାଗ ଆକଳନ କରିଛି ।

ନଭେମ୍ବରରେ ଆଇଏମ୍‌ଡି  କରିଥିବା ପୂର୍ବାନୁମାନ ଅନୁସାରେ, ତାମିଲନାଡୁ, ପଣ୍ଡିଚେରୀ, ଉପକୂଳ ଆନ୍ଧ୍ରପ୍ରଦେଶ, କେରଳ ଓ  କର୍ଣ୍ଣାଟକର ଦକ୍ଷିଣ ଆଭ୍ୟନ୍ତରୀଣରେ ବର୍ଷା ସ୍ୱାଭାବିକ ରହିବ । କେବଳ ଉତ୍ତର ପଶ୍ଚିମ ଭାରତ ଓ  ଦକ୍ଷିଣ ଉପଦ୍ୱୀପ ଅଞ୍ଚଳରେ ସ୍ୱାଭାବିକ ଓ ସ୍ୱାଭାବିକଠାରୁ ଅଧିକ ବର୍ଷା ସମ୍ଭାବନା ଅଛି । ନଭେମ୍ବରରେ  ରାଜ୍ୟର ଅଧିକାଂଶ ସ୍ଥାନରେ ସ୍ୱାଭାବିକଠାରୁ ୩୩ରୁ ୪୫% ଅଧିକ ବର୍ଷା ହେବାର ସମ୍ଭାବନା ଅଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି