Masthead

ଥରାଉଛି ଶୀତ, ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲ୍ଲାକୁ କୁହୁଡ଼ି ସତର୍କତା ଜାରି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଜାରି ରହିଛି ଶୀତ ଲହରୀ । କନ୍ଧମାଳ, କୋରାପୁଟ, ସୁନ୍ଦରଗଡ଼, ମୟୂରଭଞ୍ଜରେ ଅନୁଭୂତ ହେଉଛି ଅଧିକ ଶୀତ । ତ୍ତରରୁ ଦକ୍ଷିଣ, ଉପକୂଳରୁ ପଶ୍ଚିମ ସବୁଠି ଲାଗୁଛି ଥଣ୍ଡା । ରାଜ୍ୟର ଅନେକ ସ୍ଥାନରେ ତାପମାତ୍ରା ବଢିଥିଲେ ବି ଜାରି ରହିଛି ଶୀତ ଲହରୀ ।

ବଢ଼ୁଥିବା ଶୀତ ଲୋକଙ୍କୁ ଅସ୍ତବ୍ୟସ୍ତ କରିଦେଉଛି । ସକାଳୁ ଘରୁ ବାହାରିବା ମୁସକିଲ୍ ହୋଇପଡ଼ିଛି । ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲ୍ଲାକୁ କୁହୁଡ଼ି ସତର୍କତା ଜାରି ହୋଇଛି । କଳାହାଣ୍ଡି, କନ୍ଧମାଳ, ରାୟଗଡା, କୋରାପୁଟ, ସୁନ୍ଦରଗଡ, କେନ୍ଦୁଝର ଓ ମୟୂରଭଂଜ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କୁହୁଡିର ସମ୍ଭାବନା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା