Masthead

ଜାନୁଆରୀରୁ ପୁଣି ବଢିବ ଶୀତ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଜାନୁଆରୀରୁ ପୁଣି ବଢ଼ିବ ଶୀତ । ଶୀତର ପ୍ରକୋପ ବଢିବା ନେଇ ସୂଚନା ଦେଇଛନ୍ତି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନକେନ୍ଦ୍ର । ତାପମାତ୍ରା ୬ଡିଗ୍ରୀ ଖସିବା ନେଇ ସୂଚନା ଦିଆଯାଇଛି । ଆଜିଠାରୁ ଉତ୍ତର ଓ ଉତ୍ତର ପଶ୍ଚିମ ଦିଗରୁ ଥଣ୍ଡା ପବନ ପ୍ରବାହିତ ହୋଇଛି । ଏହା ଦ୍ୱାରା ଉତ୍ତର ଆଭ୍ୟନ୍ତରିଣ ଅଞ୍ଚଳରେ ଶୀତର ପ୍ରକୋପ ବଢିଛି । ସମତଳ ଅଞ୍ଚଳ ଝାରସୁଗୁଡା ଠାରେ ସର୍ବନିମ୍ନ ତାପମାତ୍ରା ୧୩.୪ ଡିଗ୍ରୀ ରେକର୍ଡ ହୋଇଥିବା ବେଳେ ଦାରିଙ୍ଗବାଡି ଠାରେ ତାପମାତ୍ରା ୧୨.୫ ଡିଗ୍ରୀ ରେକର୍ଡ ହୋଇଛି । ନୂଆବର୍ଷ ସୁଧା ରାଜ୍ୟରେ ତାପମାତ୍ରା ୬ ଡିଗ୍ରୀ ପର୍ଯ୍ୟନ୍ତ ଖସିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା