ପୁଣି ଫେରିବ ଶୀତ

ଭୁବନେଶ୍ୱର:  ଆସନ୍ତା ୧୨ରୁ ପୁଣି ଫେରିବ ଶୀତ । ରାଜ୍ୟରେ ଗତ କିଛି ଦିନ ହେବ ରାତ୍ରିର ତାପମାତ୍ରା ବୃଦ୍ଧି ପାଇବା ଯୋଗୁଁ ଥଣ୍ଡାର ତାପମାତ୍ରା ମଧ୍ୟ କମିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ସର୍ବନିମ୍ନ ତାପମାତ୍ରା ସବୁଠୁ କମ୍ ଦାରିଙ୍ଗବାଡିରେ ୧୧ ଡ଼ିଗ୍ରୀ ସେଲସିୟସ ରେକର୍ଡ଼ କରାଯାଇଛି । ସେହିପରି କୋରାପୁଟରେ ୧୧.୨ ଏବଂ ଫୁଲବାଣୀରେ ୧୧.୫ ଡ଼ିଗ୍ରୀ ରହିଛି । ଆସନ୍ତା ୨ରୁ ୩ ଦିନ ମଧ୍ୟରେ ରାଜ୍ୟରେ ତାପମାତ୍ରାର କୌଣସି ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ । ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ, ୨ ଦିନ ଧରି ରାଜ୍ୟରେ ଘନ କୁହୁଡ଼ି ଅନୁଭୂତ ହେବ । ଆସନ୍ତା ୧୨ ତାରିଖରୁ ତାପମାତ୍ରା ହ୍ରାସ ପାଇବା ସହିତ ଶୀତ ବୃଦ୍ଧି ପାଇବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’