Masthead

ପୁଣି ବଢିବ ଶୀତ

ରାଜ୍ୟର ସର୍ବନିମ୍ନ ତାପମାତ୍ରା ବଢିବାରୁ ଏବେ ଶୀତ କମିଛି । ରାଜ୍ୟର ପ୍ରାୟ ସମସ୍ତ ଜିଲ୍ଲାର ସର୍ବନିମ୍ନ ତାପମାତ୍ରା ଏବେ ସ୍ୱାଭାବିକଠାରୁ ୨ ରୁ ୩ ଡିଗ୍ରୀ ଅଧିକ ରହିଛି । ଅନ୍ୟପଟେ ରାଜ୍ୟର ବିଭିନ୍ନ ସ୍ଥାନରେ ଏବେ ହାଲ୍କାରୁ ମଧ୍ୟମ ଧରଣର କୁହୁଡି ଦେଖିବାକୁ ମିଳିଛି । ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁସାରେ ଆସନ୍ତା ୨ରୁ ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ଦେଖାଯିବ ନାହିଁ । ୧୮ ତାରିଖ ଆଡକୁ ପୁଣି ରାଜ୍ୟର ସର୍ବନିମ୍ନ ତାପମମାତ୍ରା ଖସିବ । ୧୯ ତାରିଖ ସୁଦ୍ଧା ରାତି ତାପମାତ୍ରା ୪ ଡିଗ୍ରୀ ପର୍ଯ୍ୟନ୍ତ ଖସିବ ଓ ରାଜ୍ୟରେ ଶୀତ ଆରମ୍ଭ ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ରହିଛି । ଗତ ୨୪ ଘଣ୍ଟାରେ ରାଜ୍ୟର ସମସ୍ତ ସ୍ଥାନରେ ପାଗ ଶୁଖିଲା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ