Masthead

୯ ଦଫା ଦାବି ନେଇ କଂଗ୍ରେସ ପକ୍ଷରୁ ବ୍ଲକ ଘେରାଉ

ବଙ୍ଗୋମୁଣ୍ଡା(ବଡ଼ ଖବର ବ୍ୟୁରୋ): ୯ଦଫା ଦାବି ନେଇ କଂଗ୍ରେସ ପକ୍ଷରୁ କର୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀର ବଙ୍ଗୋମୁଣ୍ଡା, ମୁରିବାହାଲ, ତୁରେକେଲା ବ୍ଳକ ଘେରାଉ କରିଛି କଂଗ୍ରେସ । ଘେରାଉ କରାଯାଇ ରାଜ୍ରପାଳଙ୍କ ଉଦ୍ଦେଶ୍ୟୋ ଦାବିପତ୍ର ପ୍ରଦାନ କରାଯାଇଛି ।

ବଙ୍ଗୋମୁଣ୍ଡା ସାପ୍ତାହିକ ବଜାରରୁ ଏକ ରାଲିରେ ଶତାଧିକ କଂଗ୍ରେସ କର୍ମୀ ବ୍ଲକ କାର‌୍ୟ୍ୟାଳୟକୁ ପହଂଚିଥିଲେ।ରାଜ୍ୟ ସରକାରଙ୍କ ବିଫଳତା ନେଇ ଜୋର ବର୍ଷିଥିଲେ ।ଏହି ଘେରାଉରେ କଣ୍ଟାବାଞ୍ଜି ବିଧାୟକ ସନ୍ତୋଷ ସିଂ ସାଲୁଜା ଯୋଗଦେଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି