ଏଟିଏମରେ ଟଙ୍କା ଉଠାଇବା ହେବ ମହଙ୍ଗା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆଜିଠୁ ମହଙ୍ଗା ହେବ ଅନ୍ୟ ବ୍ୟାଙ୍କ ATMରୁ ଲିମିଟଠୁ ଅଧିକ ଥର ଟଙ୍କା ଉଠାଣ। କାରଣ ଆଜିଠୁ ଲାଗୁ ହେଉଛି ନୂଆ ଏଟିଏମ ନିୟମ। ଅନ୍ୟ ବ୍ୟାଙ୍କର ଏଟିଏମରୁ ଧାର୍ଯ୍ୟ ଲିମିଟ ପରେ ଅର୍ଥ ଉଠାଇଲେ ଅଧିକ ଚାର୍ଜ ଦେବାକୁ ପଡ଼ିବ। ପୂର୍ବରୁ ଏଥିପାଇଁ ୧୭ ଟଙ୍କା ଦେବାକୁ ପଡ଼ୁଥିବା ବେଳେ ଏବେ ତାହା ୧୯ ଟଙ୍କା ହୋଇଯିବ।ଏଥିସହିତ ବାଲାନ୍ସ ଚେକ୍ କରିବା ଚାର୍ଜ ମଧ୍ୟ ୭ ଟଙ୍କାରୁ ବଢ଼ି ୯ ଟଙ୍କା କରାଯାଇଛି। ରିଜର୍ଭ ବ୍ୟାଙ୍କ ଅଫ ଇଣ୍ଡିଆ ବ୍ୟାଙ୍କକୁ ଫ୍ରି ଲିମିଟ ପରେ ଏଟିଏମ ସେବା ଚାର୍ଜ ବଢ଼ାଇବାକୁ ଅନୁମତି ଦେଇଛି ।

ନୂଆ ଗାଇଡଲାଇନ ଅନୁସାରେ ଗ୍ରାହକ ପ୍ରତି ମାସରେ ଏକି ନିଶ୍ଚିତ ସଂଖ୍ୟକ ଟ୍ରାନଞ୍ଜସନ କରିପାରିବେ  ଅର୍ଥାତ ଟଙ୍କା ଉଠାଇ ପାରିବେ । ମେଟ୍ରୋ ସହରଗୁଡିକରେ  ଫ୍ରି ଟ୍ରାଞ୍ଜାକ୍ସନ ୩ଥର ରହିଥିବା ବେଳେ ସହରାଞ୍ଚଳରେ ୫ଥର ଫ୍ରିରେ ଟଙ୍କା ଉଠାଇ ପାରିବେ । ତେବେ ବଡ଼ କଥା ହେଉଛି ଏହି ଫ୍ରି ଟ୍ରାଞ୍ଜାକ୍ସନରେ ଫାଇନାନସିଆଲ ଓ ନନଫାଇନାନସିଆଲ ଆକ୍ଟିଭିଟିଜ ସାମିଲ ରହିଛି । ଏହାପରେ ଯଦି ଆପଣ ଏଟିଏମରୁ ଟଙ୍କା ଉଠାନ୍ତି ତେବେ ଆପଣଙ୍କୁ ଏଟିଏମ ଚାର୍ଜ ବାବଦକୁ ଟଙ୍କା ଗଣିବାକୁ ପଡ଼ିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ