Masthead

ପ୍ରତିଶ୍ରୁତି ପାଳନ କଲେ ରେଭନ୍ତ ରେଡ୍ଡୀ, ମୁଖ୍ୟମନ୍ତ୍ରୀଙ୍କ ସରକାରୀ ବାସଭବନ ଆଗରେ ଥିବା ଲୁହା ବ୍ୟାରିକେଡକୁ ହଟାଇଦେଇଛନ୍ତି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): କଥା ରଖିଲେ ତେଲେଙ୍ଗାନା ନୂଆ ମୁଖ୍ୟମନ୍ତ୍ରୀ ରେଭନ୍ତ ରେଡ୍ଡୀ । ନିର୍ବାଚନ ସମୟରେ ଯେଉଁ କଥା କହୁଥିଲେ, ଅବିକଳ ସେଇଆ କରିଛନ୍ତି ତେଲେଙ୍ଗାନାର ମୁଖ୍ୟମନ୍ତ୍ରୀ ।। ସରକାରକୁ ଆସିଲେ ପ୍ରଥମେ ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଆଗରୁ ବ୍ୟାରିକେଡ ହଟାଇବେ ବୋଲି ସେ କହିଥିଲେ । ଏବେ ତାହା ପୂରଣ କରିଛନ୍ତି । ଗୁରୁବାର କଂଗ୍ରେସର ଅନେକ ସମର୍ଥକ ଆସି, ଲୁହା ବ୍ୟାରିକେଡ୍କୁ ହଟାଇଦେଇଛନ୍ତି । ସେପଟେ ନୂଆ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେବା କ୍ଷଣି ମହାଲକ୍ଷ୍ମୀ, ରୟତୁ ଭରୋସା, ଗୃହ ଜ୍ୟୋତି, ଇନ୍ଦିରାମ୍ମା ଇନ୍ଦୁଲୁ, ୟୁବା ବିକାଶମ ଓ ଚେୟୁଥା ଯୋଜନାକୁ କାର୍ଯ୍ୟକାରୀ କରିବା ଲାଗି ସେ କରିଛନ୍ତି ଘୋଷଣା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା