Masthead

ପ୍ରତିଶ୍ରୁତି ପାଳନ କଲେ ରେଭନ୍ତ ରେଡ୍ଡୀ, ମୁଖ୍ୟମନ୍ତ୍ରୀଙ୍କ ସରକାରୀ ବାସଭବନ ଆଗରେ ଥିବା ଲୁହା ବ୍ୟାରିକେଡକୁ ହଟାଇଦେଇଛନ୍ତି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): କଥା ରଖିଲେ ତେଲେଙ୍ଗାନା ନୂଆ ମୁଖ୍ୟମନ୍ତ୍ରୀ ରେଭନ୍ତ ରେଡ୍ଡୀ । ନିର୍ବାଚନ ସମୟରେ ଯେଉଁ କଥା କହୁଥିଲେ, ଅବିକଳ ସେଇଆ କରିଛନ୍ତି ତେଲେଙ୍ଗାନାର ମୁଖ୍ୟମନ୍ତ୍ରୀ ।। ସରକାରକୁ ଆସିଲେ ପ୍ରଥମେ ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଆଗରୁ ବ୍ୟାରିକେଡ ହଟାଇବେ ବୋଲି ସେ କହିଥିଲେ । ଏବେ ତାହା ପୂରଣ କରିଛନ୍ତି । ଗୁରୁବାର କଂଗ୍ରେସର ଅନେକ ସମର୍ଥକ ଆସି, ଲୁହା ବ୍ୟାରିକେଡ୍କୁ ହଟାଇଦେଇଛନ୍ତି । ସେପଟେ ନୂଆ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେବା କ୍ଷଣି ମହାଲକ୍ଷ୍ମୀ, ରୟତୁ ଭରୋସା, ଗୃହ ଜ୍ୟୋତି, ଇନ୍ଦିରାମ୍ମା ଇନ୍ଦୁଲୁ, ୟୁବା ବିକାଶମ ଓ ଚେୟୁଥା ଯୋଜନାକୁ କାର୍ଯ୍ୟକାରୀ କରିବା ଲାଗି ସେ କରିଛନ୍ତି ଘୋଷଣା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ