Masthead

ପାରିବାରିକ କଳହ କରୁଣ ପରିଣତି

ବାରକୋଟ, (ବଡ଼ ଖବର ବ୍ୟୁରୋ): ପାରିବାରିକ କଳହର କରୁଣ ପରିଣତି । ବେକରେ ରଶି ଲଗାଇ ଆତ୍ମହତ୍ୟା କଲେ ମହିଳା । ଦେବଗଡ଼ ଜିଲ୍ଲା ବାରକୋଟ ଥାନା ରମ୍ଭେଇ ପଞ୍ଚାୟତ ତିଲେଇମାଳ ଗାଁରେ ଦେଖିବାକୁ ମିଳିଛି ଏଭଳି ଅଭାବନୀୟ ଘଟଣା । ଗାଁର ୩୮ ବର୍ଷୀୟା ରତ୍ନମଣୀ ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି ।

ମଙ୍ଗଳବାର ସନ୍ଧ୍ୟାରେ ପୂର୍ଣ୍ଣଚନ୍ଦ୍ର ପ୍ରଧାନ ଓ ରତ୍ନମଣୀଙ୍କ ମଧ୍ୟରେ ଝଗଡା ହୋଇଥିବା କହିଛନ୍ତି ପଡୋଶୀ । ବୁଧବାର ସକାଳେ ଗାଁଲୋକେ କାଠ ଆଣିବା ଲାଗି ଯାଇଥିବା ବେଳେ ରତ୍ନମଣୀଙ୍କ ଝୁଲନ୍ତା ମୃତଦେହକୁ ଦେଖିଥିଲେ । ପୋଲିସକୁ ଖବର ଦେଇଥିଲେ ସ୍ଥାନୀୟ ଲୋକେ । ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ଲାଗି ପୋଲିସ ପଠାଇ ଦେଇଛି । ଘଟଣାର ତଦନ୍ତ ଜାରି ରଖିଛି ପୋଲିସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ