Masthead

ହାତୀ ଆକ୍ରମଣରେ ମହିଳା ମୃତ

ଅନୁଗୁଳ(ବଡ଼ ଖବର ବ୍ୟୁରୋ): ପୁଣି ହାତୀ ନେଲା ଜୀବନ । ଅନୁଗୁଳ ଜିଲ୍ଲା ବନ୍ତଳା ଥାନା ତଳଗଡ଼ ଗ୍ରାମରେ ହାତୀ ଆକ୍ରମଣରେ ଜଣେ ମହିଳାଙ୍କର ମୃତ୍ୟୁ ହୋଇଛି । ମୃତ ମହିଳା ବିଜୁଳି ସାହୁ । ସକାଳେ ଆମ୍ବ ତୋଳିବାକୁ ଯାଇଥିବାବେଳେ ହାତୀ ଆକ୍ରମଣର ଶିକାର ହୋଇଥିଲେ । । ଫଳରେ ଘଟଣା ସ୍ଥଳରେ ବିଜୁଳିଙ୍କର ମୃତ୍ୟୁ ହୋଇଥିଲା । ଗାଁର କିଛି ଲୋକ ଏହା ଦେଖି ତାଙ୍କ ପରିବାର ଲୋକଙ୍କୁ ଖବର ଦେଇଥିଲେ। ଘଟଣା ସ୍ଥଳରେ ବନ ବିଭାଗ ଅଧିକାରୀ ପହଂଚି ତଦନ୍ତ ଚଳାଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ