Masthead

ଅପରେସନ ବେଳେ ମହିଳାଙ୍କ ମୃତ୍ୟୁ, ନର୍ସିଂ ହୋମରେ ଉତ୍ତେଜନା

ଭଦ୍ରକ (ବଡ଼ ଖବର ବ୍ୟୁରୋ): ଅପରେସନ ବେଳେ ମହିଳାଙ୍କ ମୃତ୍ୟୁ । ମହିଳାଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା । ଭଦ୍ରକ ମୋଟେଲ୍ ସ୍ଥିତି ଏକ ଘରୋଇ ନର୍ସିଂ ହୋମରେ ଉତ୍ତେଜନା । ଟ୍ୟୁମର ଅପରେସନ ବେଳେ ମହିଳାଙ୍କ ମୃତ୍ୟୁ ହୋଇଥିବା ସୂଚନା । ଡାକ୍ତରଙ୍କ ଅବହେଳାରୁ ଜୀବନ ଯାଇଥିବା ଅଭିଯୋଗ ଆଣିଛନ୍ତି ପରିବାର ଲୋକେ । ଡାକ୍ତରଙ୍କୁ ଦାୟୀ କଲେ ପରିବାର ଲୋକେ । ନର୍ସିଂହୋମରେ ଟାଉନ ଥାନା ପୋଲିସର ତଦନ୍ତ ଜାରି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ