Masthead

ଅପରେସନ ବେଳେ ମହିଳାଙ୍କ ମୃତ୍ୟୁ, ନର୍ସିଂ ହୋମରେ ଉତ୍ତେଜନା

ଭଦ୍ରକ (ବଡ଼ ଖବର ବ୍ୟୁରୋ): ଅପରେସନ ବେଳେ ମହିଳାଙ୍କ ମୃତ୍ୟୁ । ମହିଳାଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା । ଭଦ୍ରକ ମୋଟେଲ୍ ସ୍ଥିତି ଏକ ଘରୋଇ ନର୍ସିଂ ହୋମରେ ଉତ୍ତେଜନା । ଟ୍ୟୁମର ଅପରେସନ ବେଳେ ମହିଳାଙ୍କ ମୃତ୍ୟୁ ହୋଇଥିବା ସୂଚନା । ଡାକ୍ତରଙ୍କ ଅବହେଳାରୁ ଜୀବନ ଯାଇଥିବା ଅଭିଯୋଗ ଆଣିଛନ୍ତି ପରିବାର ଲୋକେ । ଡାକ୍ତରଙ୍କୁ ଦାୟୀ କଲେ ପରିବାର ଲୋକେ । ନର୍ସିଂହୋମରେ ଟାଉନ ଥାନା ପୋଲିସର ତଦନ୍ତ ଜାରି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା