Masthead

ବିଦ୍ୟୁତ ଆଘାତରେ ମହିଳା ମୃତ

ଘସିପୁରା  (ବଡ଼ ଖବର ବ୍ୟୁରୋ): ବିଦ୍ୟୁତ ଆଘାତରେ ମହିଳାଙ୍କ ମୃତ । ଘସିପୁରା ଥାନା ଖାଳିଆମେଣ୍ଟା ଗ୍ରାମର ପ୍ରଦୀପ ଜେନାଙ୍କ ପତ୍ନୀ ସନ୍ଧ୍ୟାରାଣୀ ଜେନା ଗତକାଲି ନିଜ ଘରେ ଥିବା ବିଦ୍ୟୁତ ପ୍ଲକ ଲଗାଇବା ବେଳେ ଅସାବଧାନ ହୋଇ ବିଦ୍ୟୁତ ସଂସ୍ପର୍ଶରେ ଆସିଯାଇଥିଲେ । ପରିବାର ଲୋକ ତାଙ୍କୁ ଉଦ୍ଧାର କରି ଆନନ୍ଦପୁର ଉପଖଣ୍ତ ଚିକିତ୍ସାଳୟକୁ ନେଇ ଭର୍ତ୍ତି କରିଥିଲେ। ଡାକ୍ତର ସେଠାରେ ମହିଳାଙ୍କୁ ମୃତ ଘୋଷଣା କରିଛନ୍ତି । ଖବର ପାଇ ଘସିପୁରା ପୋଲିସ ପହଞ୍ଚି ଏକ ଅପମୃତ୍ୟୁ ମାମଲା ରୁଜୁ କରି ଶବକୁ ବ୍ୟବଛେଦ ଗୃହକୁ ପଠାଇ ଘଟଣାର ଅଧିକ ତଦନ୍ତ ଜାରି ରଖିଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ