Masthead

ଆମ୍ବୁଲାନ୍ସରେ ଅକ୍ସିଜେନ ନଥିବାରୁ ମହିଳା ମୃତ

ଜଗତସିଂହପୁର (ବଡ଼ ଖବର ବ୍ୟୁରୋ): ଆମ୍ବୁଲାନ୍ସରେ ଅକ୍ସିଜେନ ନଥିବାରୁ ଚାଲିଗଲା ମହିଳାଙ୍କ ଜୀବନ । ଗୁରୁତର ରୋଗୀକୁ କଟକ ସ୍ଥାନାନ୍ତରିତ କରାଯାଉଥିବା ସମୟରେ ଅଧାବାଟରେ ଅକ୍ସିଜେନ ନଥିବାରୁ ଚାଲିଗଲା ମହିଳାଙ୍କ ଜୀବନ । ପରେ ଉତକ୍ତ୍ୟ ଲୋକେ ଆମ୍ବୁଲାନ୍ସକୁ ଭଙ୍ଗାରୁଜା କରିବା ସହ ଜଗତସିଂହପୁର ଥାନାରେ ଭର୍ତ୍ତି କରିଛନ୍ତି । ଜଗତସିଂହପୁର ଥାନା ଅଳା ପଞ୍ଚାୟତ ବ୍ରାହ୍ମଣଖଣ୍ଡ ଗ୍ରାମର କମଳା ପଣ୍ଡା ନାମକ ଜଣେ ୫୮ ବର୍ଷୀୟ ମହିଳା ଛାତିରେ ଯନ୍ତ୍ରଣା ଅନୁଭବ କରିଥିଲେ ।

ଜଗତସିଂହପୁର ମେଡିକାଲ ଓ ପରେ ମା କୁତାମଚଣ୍ଡୀ ନାମକ ଏକ ଘରୋଇ ଆମ୍ବୁଲାନ୍ସରେ କଟକ ସ୍ଥାନାନ୍ତରିତ ହେଉଥିବା ସମୟରେ ଜଗତସିଂହପୁର ସହର ଗୋପାଳସାଗର ନିଜଟରେ ରୋଗୀକୁ ଆମ୍ବୁଲାନ୍ସରେ ଅକ୍ସିଜେନର ଆବଶ୍ୟକ ପଡିଥିଲା । ମାତ୍ର ଆମ୍ବୁଲାନ୍ସରେ ଅକ୍ସିଜେନ ନଥିବାରୁ ମହିଳାଙ୍କ ମୃତ୍ୟୁ ହୋଇଥିଲା । ଯାହାକୁ ନେଇ ଉତ୍ତେଜନା ସୃଷ୍ଟି ହୋଇ ଲୋକମାନେ ଆମ୍ବୁଲାନ୍ସକୁ ଭଙ୍ଗାରୁଜା କରିବା ସହ ଜଗତସିଂହପୁର ଥାନାରେ ଭର୍ତ୍ତି କରିଛନ୍ତି । ମୃତକ ମହିଳା ଜଗତସିଂହପୁର ଅଞ୍ଚଳର ବରିଷ୍ଠ ଆଇନଜୀବୀ ପିତାମ୍ବର ପଣ୍ଡାଙ୍କ ସ୍ତ୍ରୀ ବୋଲି ଜଣାପଡିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା