Masthead

ମହାନଦୀରେ ଭାସିଗଲେ ମହିଳା

କଟକ (ବଡ଼ ଖବର ବ୍ୟୁରୋ): ମହାନଦୀରେ ଗୋଧୋଇବା ବେଳେ ଅଘଟଣ । ନଦୀରେ ଭାସି କଟକ ବାଙ୍କୀ ଅଞ୍ଚଳର ରତାଗଡ଼ ଗାଁର ପିଙ୍କି ସ୍ୱାଇଁ ନିଖୋଜ ଅଛନ୍ତି । ଖୁଦୁରୁକୁଣି ବିସର୍ଜନ ସାରି ମହାନଦୀରେ ଗାଧୋଇବା ବେଳେ ଭାସିଗଲେଅଗ୍ନିଶମ ବାହିନୀ ପକ୍ଷରୁ ଖୋଜାଖୋଜି ଜାରି ରହିଛି ।  ସୂଚନା ମୁତାବକ, ଖୁଦୁରୁକୁଣି ବିସର୍ଜନ ସାରି ମହାନଦୀରେ ମହିଳା ଜଣକ ଗୋଧୋଉଥିଲେ ।

ଏହି ସମୟରେ ମହିଳା ଜଣକ ଅସାବଧାନତା ଯୋଗୁଁ ପାଣିରେ ଭାସି ଯାଇଥିଲେ । ଏହା ଦେଖି ସ୍ଥାନୀୟ ଲୋକେ ତୁରନ୍ତ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ । ଖବର ପାଇ ଅଗ୍ନିଶମ ବାହିନୀର ଏକ ଟିମ୍ ଘଟଣା ସ୍ଥଳରେ ପହଞ୍ଚି ଖୋଜାଖୋଜି କରୁଛନ୍ତି । ତେବେ ବର୍ତ୍ତମାନ ସୁଦ୍ଧା ମହିଳାଙ୍କ କୌଣସି ପତ୍ତା ମିଳିନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ