Masthead

ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଭୁବନେଶ୍ୱର ଘର ଭିତରୁ ମିଳିଲା ମହିଳାଙ୍କ ଝୁଲନ୍ତା ମୃତଦେହ । କଟକ ରୋଡ୍  ଚିନ୍ତାମଣିଶ୍ୱର ଜେନା କଲୋନୀରୁ ମୃତଦେହ ଉଦ୍ଧାର ହୋଇଛି । ବେକରେ ଶାଢ଼ି ଲଗାଇ ମହିଳା ଆତ୍ମହତ୍ୟା କରିଥିଲେ । ମୃତ ମହିଳାଙ୍କ ନାମ ଜେ.କେ. ମିଲନ୍, ତାଙ୍କର ଦୁଇଟି ଛୋଟ ଛୁଆ ମଧ୍ୟ ଅଛନ୍ତି । ଗ୍ରୁପ ଲୋନ ସୁଝି ନପାରି ମହିଳା ଜଣଙ୍କ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ