Masthead

ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଭୁବନେଶ୍ୱର ଘର ଭିତରୁ ମିଳିଲା ମହିଳାଙ୍କ ଝୁଲନ୍ତା ମୃତଦେହ । କଟକ ରୋଡ୍  ଚିନ୍ତାମଣିଶ୍ୱର ଜେନା କଲୋନୀରୁ ମୃତଦେହ ଉଦ୍ଧାର ହୋଇଛି । ବେକରେ ଶାଢ଼ି ଲଗାଇ ମହିଳା ଆତ୍ମହତ୍ୟା କରିଥିଲେ । ମୃତ ମହିଳାଙ୍କ ନାମ ଜେ.କେ. ମିଲନ୍, ତାଙ୍କର ଦୁଇଟି ଛୋଟ ଛୁଆ ମଧ୍ୟ ଅଛନ୍ତି । ଗ୍ରୁପ ଲୋନ ସୁଝି ନପାରି ମହିଳା ଜଣଙ୍କ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଇରାନର ୫ ଜାହାଜ ଧ୍ୱଂସ କଲା ଆମେରିକା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଇରାନର ୫ ଜାହାଜ ଧ୍ୱଂସ କଲା ଆମେରିକା