Masthead

କେନ୍ଦ୍ରର ମହିଳା ସୁରକ୍ଷା ଚିନ୍ତା

ନୂଆଦିଲ୍ଲୀ ( ବଡ଼ ଖବର ବ୍ୟୁରୋ) : ହାଥରସ ଘଟଣା ପରେ ମହିଳାଙ୍କ ସୁରକ୍ଷା ନେଇ କେନ୍ଦ୍ର ସରକାରଙ୍କ ଚିନ୍ତା ବଢିଯାଇଛି । ଗୃହ ମନ୍ତ୍ରାଳୟ ଉଭୟ ରାଜ୍ୟ ଏବଂ କେନ୍ଦ୍ର ଶାସିତ ଅଞ୍ଚଳକୁ ନୂଆ ଗାଇଡ୍ ଲାଇନ୍ ଜାରି କରିଛନ୍ତି। ମହିଳାଙ୍କ ବିରୋଧରେ ଆସୁଥିବା ଅପରାଧିକ ମାମଲାର ଉପଯୁକ୍ତ ତଦନ୍ତ କରିବା ଏବଂ ଅବହେଳା ନକରିବା ପାଇଁ ନିର୍ଦ୍ଦେଶାବଳୀରେ କୁହାଯାଇଛି। ଗାଇଡଲାଇନରେ ସ୍ପଷ୍ଟ ଭାବରେ ଦର୍ଶାଯାଇଛି ଯେ ଭାରତୀୟ ଦଣ୍ଡବିଧି ସଂହିତା ଧାରା ୧୬୬ (ଇ) ଏଫଆଇଆର ରେଜିଷ୍ଟ୍ରେସନ୍ ନ ହେଲେ ପୁଲିସ୍ ବିରୋଧରେ କାର୍ୟ୍ୟାନୁଷ୍ଠାନ ନିଆଯିବ। ସିଆରପିସିର ଧାରା ୧୭୩ ଦୁଷ୍କର୍ମ ମାମଲାରେ ଦୁଇମାସ ମଧ୍ୟରେ ତଦନ୍ତ ଶେଷ କରିବା ଦରକାର।

ସେହିପରି ଗାଇଡଲାଇନରେ କୁହାଯାଇଛି ଯେ ଦୁଷ୍କର୍ମ ମାମଲାରେ ଘଟଣାର ଚବିଶ ଘଣ୍ଟା ମଧ୍ୟରେ ଫୋରେନସିକ୍ ନମୁନା ନିଆଯିବ। ଏହି ମାମଲାରେ ପୀଡ଼ିତାଙ୍କ ଦ୍ୱାରା ଲିଖିତ କିମ୍ବା ଅଡିଓ/ଭିଡିଓ ପ୍ରତିକ୍ରିୟା ପ୍ରାସଙ୍ଗିକ ହୋଇଥିଲେ ଗ୍ରହଣ କରାଯିବ । ଯଦି ମହିଳାଙ୍କ ବିରୋଧରେ ଆସିଥିବା ଅପରାଧରେ କୌଣସି ତ୍ରୁଟି ଥାଏ, ତେବେ ଏହି ମାମଲାରେ ଦୋଷୀ ଅଧିକାରୀଙ୍କ ବିରୋଧରେ କାର୍ୟ୍ୟାନୁଷ୍ଠାନ ଗ୍ରହଣ କରାଯିବା ଦରକାର। ଯୌନ ନିର୍ୟାତନା ମାମଲାରେ ଏଫ୍ଆଇଆର୍ ଦାଖଲ କରିବା ବାଧ୍ୟତାମୂଳକ ବୋଲି ଗୃହ ମନ୍ତ୍ରଣାଳୟ କହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ