Masthead

ଆଗାମୀ ଦିନରେ ରାଜରାସ୍ତାରେ ମହିଳା ବିଜେଡି ସଂଗ୍ରାମ କରିବ: ସ୍ନେହାଙ୍ଗିନୀ ଛୁରିଆ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ମହିଳା ସଶକ୍ତିକୁ ନେଇ ମହିଳା ବିଜେଡି ସଭାନେତ୍ରୀ ସ୍ନେହାଙ୍ଗିନୀ ଛୁରିଆଙ୍କ ପ୍ରତିକ୍ରିୟା । କହିଛନ୍ତି ବିଏସକେୱାଇ ଯୁଗାନ୍ତକାରୀ ଯୋଜନା, ମହିଳା ସଶକ୍ତ, ୭୦ ଲକ୍ଷରୁ ଅଧିକ ମହିଳା ଯୋଡ଼ି ହୋଇଛନ୍ତି । ତେଣୁ ୨୨ ଟି ପ୍ରସ୍ତାବ ଦେଇ ଧନ୍ୟବାଦ ଦେଇଛୁ । ସଂଗଠନକୁ ସୁଦୃଢ କରିବାକୁ ୱାର୍ଡ କମିଟି ଗଠନ, ପଂଚାୟତ କମିଟି, ବ୍ଲକ କମିଟି କରାଯିବ । କେନ୍ଦ୍ର ସରକାର ଯେଉଁ ନିର୍ବାଚନ ପ୍ରତିଶ୍ରୁତି ଦେଇଥିଲେ ତାହା ପୂରଣ କରି ନାହାନ୍ତି ।

ଦରଦାମ ବଢିଛି, ବେକାରୀ ବଢିଛି । ଚାଷୀଙ୍କ ଆୟ, ସ୍ୱତନ୍ତ୍ର ରାଜ୍ୟ ପାହ୍ୟା, ରେଳବାଇ ଅବହେଳା, କେନ୍ଦ୍ର ଅନୁଦାନ କାଟ, ଓଡ଼ିଶା ଉପରେ ଆର୍ଥିକ ବୋଝ, ରନ୍ଧନ ଗ୍ୟାସ ରେଟ ବଢିଛି । ମହିଳା ବିଲ ଆଣିବାରେ ପଛଘୁଞ୍ଚା, ଓଡ଼ିଶା ପ୍ରତି ଅବିଚାରକୁ ନିନ୍ଦା କରୁଛୁ । ଆଗାମୀ ଦିନରେ ରାଜରାସ୍ତାରେ ମହିଳା ବିଜେଡି ସଂଗ୍ରାମ କରିବ । ମୁଖ୍ୟମନ୍ତ୍ରୀଙ୍କ ଉପରେ ଯେଉଁ ମିଥ୍ୟା ଆରୋପ ଲଗାଯାଉଛି, ତାହାର ଦୃଢ଼ ଜବାବ ଦେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓଡ଼ିଶା ଗସ୍ତରେ ଆସୁଛନ୍ତି  ୨ କେନ୍ଦ୍ରମନ୍ତ୍ରୀ 🔴 ଆଜି CEC ମାମଲାର ସୁପ୍ରିମକୋର୍ଟରେ ଶୁଣାଣି 🔴 ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର 🔴 ପାର୍ବଣ ପୂର୍ବରୁ ବ୍ରହ୍ମପୁର ନିମଖଣ୍ଡିରେ ଚାଞ୍ଚଲ୍ୟ 🔴 ତେଲ ଟ୍ୟାଙ୍କରରେ ଗୋରୁ ଚାଲାଣ, ମାଡ଼ି ବସିଲା ପୋଲିସ 🔴 ଆସୁଛି ଲଘୁଚାପ, ବଦଳିପାରେ ପାଗ 🔴 ଏସୀୟ କ୍ରୀଡ଼ା; ସ୍ୱର୍ଣ୍ଣ ପଦକ ପାଇଁ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ 🔴 ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର 🔴 ୧୩ରେ ଲଘୁଚାପ, ୧୫ରେ ଅବପାତ ସମ୍ଭାବନା 🔴 ପାର୍ବଣ ଆରମ୍ଭରୁ ମହଙ୍ଗା ମାଡ଼; ବଢ଼ିଲା କମର୍ସିଆଲ LPG ସିଲିଣ୍ଡରର ଦର 🔴 ଓଡ଼ିଶା ଗସ୍ତରେ ଆସୁଛନ୍ତି  ୨ କେନ୍ଦ୍ରମନ୍ତ୍ରୀ 🔴 ଆଜି CEC ମାମଲାର ସୁପ୍ରିମକୋର୍ଟରେ ଶୁଣାଣି 🔴 ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର 🔴 ପାର୍ବଣ ପୂର୍ବରୁ ବ୍ରହ୍ମପୁର ନିମଖଣ୍ଡିରେ ଚାଞ୍ଚଲ୍ୟ 🔴 ତେଲ ଟ୍ୟାଙ୍କରରେ ଗୋରୁ ଚାଲାଣ, ମାଡ଼ି ବସିଲା ପୋଲିସ 🔴 ଆସୁଛି ଲଘୁଚାପ, ବଦଳିପାରେ ପାଗ 🔴 ଏସୀୟ କ୍ରୀଡ଼ା; ସ୍ୱର୍ଣ୍ଣ ପଦକ ପାଇଁ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ 🔴 ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର 🔴 ୧୩ରେ ଲଘୁଚାପ, ୧୫ରେ ଅବପାତ ସମ୍ଭାବନା 🔴 ପାର୍ବଣ ଆରମ୍ଭରୁ ମହଙ୍ଗା ମାଡ଼; ବଢ଼ିଲା କମର୍ସିଆଲ LPG ସିଲିଣ୍ଡରର ଦର