Masthead

ମହିଳା ପାଳିଲେ ଆନ୍ତର୍ଜାତୀୟ ଯୋଗ ଦିବସ

ଗଞ୍ଜାମ(ବଡ଼ ଖବର ବ୍ୟୁରୋ): ଆଜି ହେଉଛି ଆନ୍ତର୍ଜାତିକ ଯୋଗ ଦିବସ । ବିଶ୍ୱର ବିଭିନ୍ନ ସ୍ଥାନରେ ଆଜି ଯୋଗ ଦିବସ ପାଳନ କରାଯାଉଛି । ଏହି ଯୋଗଦିବସ ଅବସରରେ ଗଞ୍ଜାମ ଜିଲ୍ଲା ସୋରଡା ବ୍ଲକ ବଡଗଡ ରେ ଥିବା ସ୍ଥାନୀୟ ମହିଳା ସଂଘ ପକ୍ଷରୁ ଆନ୍ତର୍ଜାତିକ ଯୋଗ ଦିବସ ପାଳନ କରାଯାଇଛି। ସେମାନଙ୍କ କହିବା ଅନୁସାରେ ସୁସ୍ଥ ଓ ଆରୋଗ୍ୟ ରହିବା ପାଇଁ ପ୍ରତିଦିନ ଯୋଗ କରିବା ନିହାତି ଦରକାର। ବହୁ ପୂରାତନ କାଳରୁ ମୁନିଋଷିଙ୍କ ଦ୍ଵାରା ବର୍ଣ୍ଣିତ ହୋଇଥିବା ଯୋଗାସନ ଓ ତାର ପ୍ରଣାଳୀ ଆଜି ମଧ୍ୟ ଦୈନଦିନ ଜୀବନ ରେ ପ୍ରଭାବ ପକାଉଥିବାର ଦେଖିବାକୁ ମିଳୁଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ